ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ସହକାରୀ ଶିକ୍ଷକ ଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା 

ସହକାରୀ ଶିକ୍ଷକ ଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା 

ଧର୍ମଗଡ ବ୍ଲକ ବଗାଡ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ସହକାରୀ ଶିକ୍ଷକ ବଟକୃଷ୍ଣ ବେହେରା ଅବସର ଗ୍ରହଣ କରିଛନ୍ତି। ଏହି ଉପଲକ୍ଷେ ଏକ ଅବସର କାଳୀନ ସମ୍ବର୍ଦ୍ଧନା ସଭା ବିଦ୍ୟାଳୟ ପରିସର ରେ ଅନୁଷ୍ଠିତ ହୋଇ ଯାଇଛି । ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ପ୍ରତିଶ୍ୱର ମୁଣ୍ଡ ଙ୍କ ଅଧ୍ୟକ୍ଷତା ରେ ଆୟୋଜିତ ଏହି ସଭା ରେ ମୁଖ୍ୟ ଅତିଥି ଭାବେ ଗୋଷ୍ଠୀ ଶିକ୍ଷା ଅଧିକାରୀ ପଙ୍କଜିନୀ ମାଝୀ,ମୁଖ୍ୟ ବକ୍ତା ଭାବେ ଅଧ୍ୟାପକ ଅକ୍ଷୟ କୁମାର ପଟ୍ଟନାୟକ, ସମ୍ମାନୀତ ଅତିଥି ଭାବେ ସାଙ୍ଗଠନିକ ସମ୍ପାଦକ, ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ କଳାହାଣ୍ଡି ପଦ୍ମଲୋଚନ ନାଏକ,ସରପଞ୍ଚ ବିନୋଦିନୀ ଗୌଡ଼, ଏବିଇଓ ଅରୂପାନନ୍ଦ ଭୋଇ,ବିଶ୍ୱଜିତ ବେହେରା, ଧର୍ମଗଡ଼ ଶିକ୍ଷକ ସଂଘ ସଭାପତି କ୍ଷେତ୍ର ମୋହନ ମାଝୀ, ସମ୍ପାଦକ ଆଶିଷ କୁମାର ପ୍ରଧାନୀ, ସାମ୍ୱାଦିକ ବୈଦ୍ୟନାଥ ବେହେରା, ଇଙ୍ଗିତ କୁମାର ପଣ୍ଡା ପ୍ରମୁଖ ଯୋଗ ଦେଇ ବିଦାୟୀ ଶିକ୍ଷକ ଙ୍କୁ ସମ୍ବର୍ଦ୍ଧିତ କରି ଥିଲେ । ରାଜେନ୍ଦ୍ର ଦୁରିଆ କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ସୋମ୍ୟରଞ୍ଜନ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ ।

ବିଦ୍ୟାଧର ସାହୁଙ୍କ ରିପୋର୍ଟ….

Related posts

ଫେବ୍ରୁୟାରୀ ୫ରେ ଓବିସି ମଞ୍ଚର ରାଜ୍ଯ ସମ୍ମିଳନୀ: ସଫଳତା ପାଇଁ ଜିଲ୍ଲା ମଞ୍ଚର ବୈଠକ 

Sunil Chandra Nayak

ପୁରୁଷୋତ୍ତମ ସାଙ୍କ ବିୟୋଗରେ ଶ୍ରଦ୍ଧାଞ୍ଜଳି

masiha

ତେନ୍ତୁଳିଖୁଣ୍ଟି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କୁ ନୂତନ ବର୍ଷର ଶୁଭେଚ୍ଛା ଜଣାଇଲା_ପ୍ରାଥମିକଶିକ୍ଷକ ସଂଘ ଏକ୍ସ କ୍ୟାଡର 

Sunil Chandra Nayak

Leave a Comment

error: Content is protected !!