ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଶ୍ରୀ ଅରବିନ୍ଦ ରାଉରକେଲା ସ୍କୁଲର ସଫଳତା …

ଶ୍ରୀ ଅରବିନ୍ଦ ରାଉରକେଲା ସ୍କୁଲର ସଫଳତା …

ରାଉରକେଲା: ସେକ୍ଟର ୫ ସ୍ଥିତ ଶ୍ରୀ ଅରବିନ୍ଦ ରାଉରକେଲା ସ୍କୁଲରେ ଆଇସିଏସଇ ଓ ଆଇଏସସି ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ସ୍କୁଲର ଛାତ୍ରଛାତ୍ରୀମାନେ ସଫଳତାର ସହିତ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ଆଇସିଏସଇ ପରୀକ୍ଷାରେ ୯୨.୬ ନମ୍ବର ରଖି ସାଦିଆ ପରବିନ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି। ଆଇଏସସି କମର୍ସ ରେ ମୋହିତ ପାତ୍ର ୭୪ ପ୍ରତିଶତ ଓ ବିଜ୍ଞାନ ରେ ଓମକୁମାର ଦାସ ୮୩ ପ୍ରତିଶତ ନମ୍ବର ରଖି ପ୍ରଥମ ସ୍ଥାନ ଅଧିକାର କରିଛନ୍ତି। ଆଇଏସସି ପରୀକ୍ଷାରେ ସମସ୍ତ ଛାତ୍ରଛାତ୍ରୀ ଉତ୍ତୀର୍ଣ୍ଣ ହୋଇଛନ୍ତି। ବିଦ୍ୟାଳୟର ସମ୍ପାଦକ ଡା ପ୍ରଶାନ୍ତ କୁମାର ପାତ୍ର ଏହି ସଫଳତା ପାଇଁ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଓ ଛାତ୍ର ଛାତ୍ରୀ ମାନଙ୍କୁ ଅଭିନନ୍ଦନ ଜଣାଇଥିବା ବେଳେ ବିଦ୍ୟାଳୟ ର ଅଧ୍ୟକ୍ଷା ଅଞ୍ଜଳି ଶତପଥୀ ଏହି ସଫଳତା ପାଇଁ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଙ୍କୁ ଧନ୍ୟବାଦ ଜଣାଇଛନ୍ତି। 

ରାଉରକେଲା ରୁ କୁଞ୍ଜ ବିହାରି ରାଉତ ଙ୍କ ରିପୋର୍ଟ୍ 

Related posts

ଶେଷଖାଲ ଠାରେ ସମ୍ଭାବ୍ଯ ବିପତ୍ତିର ମୁକାବିଲା ପା ଇଁ ଲିଙ୍ଗଗତ ଅନ୍ତର୍ଭୁକ୍ତିକରଣ ତାଲିମ ଅନୁଷ୍ଠିତ 

Sunil Chandra Nayak

ଧର୍ମଗଡ଼ ଠାରେ ଆର୍ଟ ଅଫ ଗିଭିଂ କାର୍ଯ୍ୟକ୍ରମ ଅନୁଷ୍ଠିତ

masiha

ଧର୍ମ ପ୍ରାଣ ମହିଳାଙ୍କ ପରଲୋକ

Sunil Chandra Nayak

Leave a Comment

error: Content is protected !!