ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ସଂଗ୍ରାମୀ ଗୋପବନ୍ଧୁ ଚୌଧୁରୀଙ୍କ ୧୩୦ ତମ ଜନ୍ମ ଜୟନ୍ତୀ ପାଳିତ 

ସଂଗ୍ରାମୀ ଗୋପବନ୍ଧୁ ଚୌଧୁରୀଙ୍କ ୧୩୦ ତମ ଜନ୍ମ ଜୟନ୍ତୀ ପାଳିତ 

କଟକ : କଟକ ଜଗତସିଂହପୁର ଜିଲ୍ଲା ଖେରସ ସ୍ବାଧିନତା ସଂଗ୍ରାମୀ ଗୋପବନ୍ଧୁ ଚୌଧୁରୀ ଙ୍କ ୧୩୦ ତମ ଜନ୍ମ ଜୟନ୍ତୀ କଟକ ସଦର ୪୨ ମୌଜା ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ମୁଖ୍ୟ ପରାମର୍ଶ ଦାତା ସମାଜସେବୀ ସମ୍ମାନନୀୟ ପ୍ରଭାତ କୁମାର ଦେବତାଙ୍କ ସଭାପତିତ୍ବରେ ପାଳିତ ହୋଇ ଯାଇଛି । ଉକ୍ତ ସ୍ମୃତି ଚାରଣ ସଭାରେ ସଭାପତି ସରୋଜ ନଳିନୀ ପରିଜା,ଉପସଭାପତି ଉପେନ୍ଦ୍ର ବାରିକ,ମହାସଚିବ ରୁଦ୍ର ନାରାୟଣ ଦାସ,ଶିକ୍ଷକ ମିହିର ରଞ୍ଜନ ନାୟକ, ସନ୍ତୋଷ କୁମାର ଭୋଇ,ଶ୍ରୀ ଜଗନ୍ନାଥ ଷ୍ଟଡି ସର୍କଲ ଛାତ୍ରଛାତ୍ରୀ ଶ୍ରୀ ଜଗନ୍ନାଥଙ୍କ ନିକଟରେ ପ୍ରଦୀପ ପ୍ରଜ୍ବଳନ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ସଂପାଦକ ନାରାୟଣ ଚନ୍ଦ୍ର ମହାନ୍ତି ଧନ୍ୟବାଦ ଅର୍ପଣ କରିଥିଲେ ।

ଶ୍ରୀକାନ୍ତ ବେଉରା ଙ୍କ ରିପୋର୍ଟ୍ 

Related posts

ଭୁବନେଶ୍ବର ଠାରେ ସମ୍ମାନିତ ହେଲେ ସିପାହୀ ମୁନିରାମ ସାହୁ

masiha

ଧର୍ମଗଡ଼:କେନାଲ ରେ ପାଣି ଯୋଗାଇବା ସହ ଚାଷୀଙ୍କୁ କ୍ଷତି ପୂରଣ ପ୍ରଦାନ ଦାବୀ କଲା ବିଜୁ ଜନତା ଦଳ

Sunil Chandra Nayak

ଯୁକ୍ତ ୨ ବିଜ୍ଞାନ, କଳା ଓ ବାଣିଜ୍ୟ ପରିକ୍ଷା ରେ ଛାତ୍ରୀଛାତ୍ର ମାନଙ୍କ ସଫଳତା 

masiha

Leave a Comment

error: Content is protected !!