ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଖେଜୁରୀ ବଡ଼ସାହି ରୁ କାହୁବେଡା ରାସ୍ତା କାଦୁଅ ପଚ ପଚ

ଖେଜୁରୀ ବଡ଼ସାହି ରୁ କାହୁବେଡା ରାସ୍ତା କାଦୁଅ ପଚ ପଚ

 ମୟୂରଭଞ୍ଜ – ୩୦/୦୫ —  ମୟୂରଭଞ୍ଜ ଜିଲ୍ଲାର ବିଜାତଳା ବ୍ଲକ ମଢ଼େଇକଚା ପଞ୍ଚାୟତର ଖେଜୁରୀବଡ଼ ସାହି ରୁ କାହୁବେଡା ପର୍ଯ୍ୟନ୍ତ ରାସ୍ତା ବେହାଲ l ବର୍ତ୍ତମାନର ବର୍ଷା ଦିନରେ ଗାଁ ଲୋକମାନେ ଯିବା ଆସିବା ପାଇଁ ଅନେକ ଅସୁବିଧାର ସମ୍ମୁଖୀନ ହେଉଛନ୍ତି l ବିଶେଷ କରି ଖେଜୁରୀ ବଡ଼ ସାହିଗାଁ ମୁଣ୍ଡ ବର୍ଷା ଯୋଗୁଁ ରାସ୍ତାଟି କାଦୁଆ ପଚ ପଚ l ଫଳରେ ଲୋକମାନଙ୍କୁ ଯିବା ଆସିବାରେ ଅନେକ ଅସୁବିଧା ହେଉଛି ବିଶେଷ କରି ସ୍କୁଲ, କଲେଜରମାନେ ଛାତ୍ରଛାତ୍ରୀମାନେ ଦୈନିକ ଯିବାଆସିବା ପାଇଁ ହଇରାଣ ହରକତ ହେଉଛନ୍ତି। ବର୍ଷା ଯୋଗୁଁ  ରାସ୍ତା ସଂପୂର୍ଣ୍ଣ ଖରାପ୍ ହୋଇଯାଇଛି। ରୋଗୀ ଏବଂ ଗର୍ଭବତୀ ମହିଳାମାନେ ଡ଼ାକ୍ତର ଖାନା ଯିବା ପାଇଁ ନାହିଁ ନଥିବା ହଇରାଣ ହରକତ ହେଉଛନ୍ତି। ଏହି ରାସ୍ତାରେ ସ୍ଥାନୀୟ ଲୋକମାନେ ଯେପରି ସୁରୁଖୁରୁରେ ଯିବା ଆସିବା କରି ପାରିବେ, ସେଥିପାଇଁ ବ୍ଳକ ଓ ପଂଚାୟତ ପ୍ରଶାସନ ତରଫରୁ ପଦକ୍ଷେପ ନେବାକୁ ସାଧାରଣରେ ଦାବି ହେଉଛି l

 ମୟୂରଭଞ୍ଜ ରୁ ଅକ୍ଷୟ ବିଶ୍ବାଳ ମସିହା ନିଉଜ

Related posts

ଟ୍ୟାଲେଣ୍ଟ ହଣ୍ଟ୍ ଇଣ୍ଟିଗ୍ରାଲ୍ ବିଦ୍ୟାଳୟର ୫ମ ବାର୍ଷିକ ଉତ୍ସବ ଅନୁଷ୍ଠିତ 

Sunil Chandra Nayak

ଧର୍ମଗଡ ପ୍ରାଥମିକ ଶିକ୍ଷକ ସଂଘ ତରଫରୁ ୟୁଏଏସ ବାତିଲ ଦାବିରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ଙ୍କୁ ଦାବିପତ୍ର। ଦାବୀ ପୂରଣ ନ ହେଲେ ଆନ୍ଦୋଳନ ଚେତାବନୀ

Sunil Chandra Nayak

ରାଇରଙ୍ଗପୁରରେ ୭୭ ତମ ସ୍ବାଧିନତା ଦିବସ ପାଳନ ପାଇଁ ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ତରଫରୁ ଅନୁଷ୍ଠିତ ହୋଇଥିବା ମହାବିଦ୍ୟାଳୟ ସ୍ତରୀୟ ପ୍ରତିଯୋଗିତାର ନିର୍ଦିଷ୍ଟ କାରଣ ନ ଦର୍ଶାଇ ବାତିଲ କରିବା ନେଇ ପ୍ରତିଯୋଗୀଙ୍କ ତରଫରୁ ପ୍ରତିବାଦ

Sunil Chandra Nayak

Leave a Comment

error: Content is protected !!