ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ପି.ଏମ.ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟ ନବରଙ୍ଗପୁର ଠାରେ ବିଶ୍ବ ପରିବେଶ ଦିବସ ପାଳିତ 

ପି.ଏମ.ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟ ନବରଙ୍ଗପୁର ଠାରେ ବିଶ୍ବ ପରିବେଶ ଦିବସ ପାଳିତ 

ନବରଙ୍ଗପୁର :(୫|୬)(ରବି ନାରାୟଣ ମହାନ୍ତି)ନବରଙ୍ଗପୁର ପି.ଏମ.ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟ ଠାରେ ବିଶ୍ୱ ପରିବେଶ ଦିବସ -୨୦୨୫ ଅବସରରେ (“ଏକ ପେଡ ମା କେ ନାମ-୨.୦”) ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀ ହିତେଶ କୁମାର ବର୍ମା ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ଯକ୍ରମରେ ଅଧ୍ୟାପକ ଶ୍ରୀ ପର୍ଶୁରାମ ବିଷୋୟୀ,ଆଶୁତୋଷ ଶାହା ଅଧ୍ୟାପିକା ଅନୁରାଧା ମିର୍ଦ୍ଧା ଛାତ୍ରଛାତ୍ରୀ ଙ୍କ ସହିତ “ମା” ମାନଙ୍କ ସହ ଅଭିଭାବକ ଓ ଶିକ୍ଷକ ସଂଘର ଉପସଭାପତି ଶ୍ରୀ ଡଃ.ପୂର୍ଣ୍ଣଚନ୍ଦ୍ର ମହାପାତ୍ର ସହିତ ଅନ୍ଯ ଅଭିଭାବକ ମାନେ ଉପସ୍ଥିତ ରହି ସ୍କୁଲ ପରିସରରେ ବହୁ ବୃକ୍ଷ ରୋପଣ କରାଯାଇଥିଲା ।

ନବରଙ୍ଗପୁର ଜିଲ୍ଲାରୁ ରବି ନାରାୟଣ ମହାନ୍ତି ଙ୍କ ରିପୋର୍ଟ ମସିହା ନିଉଜ୍ 

Related posts

ଆରମ୍ଭ ହେଲା ଖଡ଼ିଆଲ ମହୋତ୍ସବ ୨୦୨୩

Sunil Chandra Nayak

ସଫ୍ଟବଲ ପ୍ରତିଯୋଗୀତାରେ ବିଜୟୀ ବାକିକା ଦଳକୁ ସ୍ୱାଗତ ସମ୍ବର୍ଦ୍ଦନା

masiha

ଦିବ୍ୟାଙ୍ଗ ନିମନ୍ତେ ବ୍ଲକ ସ୍ଥରୀୟ କ୍ଷେତ୍ର ପରିଭ୍ରମଣ କାର୍ଯ୍ୟକ୍ରମ

masiha

Leave a Comment

error: Content is protected !!