ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଖାଦ୍ୟ ଯୋଗାଣ ଓ ଖାଉଟି ମନ୍ତ୍ରୀଙ୍କ କେନ୍ଦ୍ରାପଡ଼ା ଗସ୍ତ ଓ ରେସନକାର୍ଡ ବଣ୍ଟନ

ଖାଦ୍ୟ ଯୋଗାଣ ଓ ଖାଉଟି ମନ୍ତ୍ରୀଙ୍କ କେନ୍ଦ୍ରାପଡ଼ା ଗସ୍ତ ଓ ରେସନକାର୍ଡ ବଣ୍ଟନ

କେନ୍ଦ୍ରାପଡ଼ା, ୧୨.୦୬.୨୦୨୫, ଓଡିଶା ସରକାରଙ୍କ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ଓ ବିଜ୍ଞାନ ଓ ପ୍ରଯୁକ୍ତି ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଆଜି କେନ୍ଦ୍ରାପଡ଼ା ଗସ୍ତରେ ଆସି ସ୍ଥାନୀୟ ସଂସ୍କୃତି ଭଵନରେ ହିତାଧିକାରୀମାନଙ୍କୁ ରେସନ କାର୍ଡ ବଣ୍ଟନ କରିଥିଲେ | ପରେ ସାମ୍ବାଦିକ ସମ୍ମିଳନୀରେ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ ସରକାରଙ୍କ ବିଭିନ୍ନ ଯୋଜନା ସହିତ ସଫଳତାକୁ ଲୋକଙ୍କ ପାଖକୁ ପହଂଚେଇବାକୁ ସମସ୍ତ ସାମ୍ବାଦିକ ବନ୍ଧୁ ମାନଙ୍କୁ ଅନୁରୋଧ କରିଛନ୍ତି | ସୂଚନା ଯେ,କେନ୍ଦ୍ରାପଡ଼ା ବ୍ଲକ, କେନ୍ଦ୍ରାପଡ଼ା ମୁନ୍ସିପାଲଟି, ଡେରାବିଶ ଏବଂ ମହାକାଳପଡ଼ା ବ୍ଲକର ମୋଟ ୪୦ ଜଣ ନୂତନ ଯୋଗ୍ୟ ହିତାଧିକାରୀଙ୍କୁ ନୂତନ ରେସନ କାର୍ଡ ମାନ୍ୟବର ମନ୍ତ୍ରୀ ବଣ୍ଟନ କରିଥିଲେ |

କେନ୍ଦ୍ରାପଡ଼ା ରୁ ଜିଲ୍ଲା ପ୍ରତିନିଧି ସମୀର କୁମାର ପ୍ରଧାନ ଙ୍କ ରିପୋର୍ଟ ମସିହା ନିୟୁଜ

Related posts

ଗୌଡ଼ କଷ୍ଟିଗୁଡ଼ା ପ୍ରାଥମିକ ବିଦ୍ୟାଳୟ ପରିସରରେ ଉତ୍କଳମଣି,ସ୍ବାମୀ ବିବେକାନନ୍ଦ,ଓ ମହତ୍ମା ଗାନ୍ଧୀ ପ୍ରତିମୂର୍ତ୍ତି ଉନ୍ମୋଚିତ

masiha

ଧର୍ମଗଡ ଠାରୁ ପୁରୀ ଜଗନ୍ନାଥ ଏକ୍ସପ୍ରେସ ବସ୍ ସେବା ଆଜି ଠାରୁ ଆରମ୍ଭ।

masiha

ଯୁବ ବ୍ୟବସାୟୀ ସୁନୀଲ ରଣାଙ୍କ ପରଲୋକ

masiha

Leave a Comment

error: Content is protected !!