ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଝରିଗାଁ ଠାରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ଝରିଗାଁ ଠାରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ନବରଙ୍ଗପୁର:( ତା୧୬.୦୬. ୨୦୨୫)(ରବି ନାରାୟଣ ମହାନ୍ତି) ଆଜି ଝରିଗାଁ ବ୍ଲକ ସମ୍ମିଳନୀ ଗୃହରେ ଜିଲ୍ଲାପାଳ ଡ଼ା ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧିକ୍ଷକ ମଡକର୍ ସନ୍ଦୀପ ସମ୍ପତଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ବିରଞ୍ଚି ନାରାୟଣ ଦରୱାନ,ଉପ ଜିଲ୍ଲାପାଳ ନବରଙ୍ଗପୁର ପ୍ରକାଶ କୁମାର ମିଶ୍ର ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।ଏହି ଜନ ଶୁଣାଣି ଶିବିରରେ ମୋଟ ୩୦ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୨୧ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୦୯ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ବଳିତ ଥିଲା।

ନବରଙ୍ଗପୁର ଜିଲ୍ଲାରୁ ରବି ନାରାୟଣ ମହାନ୍ତିଙ୍କ ରିପୋର୍ଟ ମସିହା ନିଉଜ୍ 

Related posts

ଜୁନାଗଡ଼ ରେ ଟ୍ରାଫିକ ନି୍ୟନ୍ତ୍ରଣ ପାଇଁ ସିଟିଜେନ ଫୋରମର ଦାବୀ 

masiha

ପାଟଣାଗଡ ଯୁଗ୍ମ ଜନଶୁଣାଣୀ ଶିବିର ରେ ଜିଲ୍ଲାପାଲ ଶୁଣିଲେ ଲୋକଙ୍କ ଅଭିଯୋଗ 

masiha

ଇନର ହୁଇଲ ର ସାମାଜିକ କାର୍ଯ୍ୟକ୍ରମ 

Sunil Chandra Nayak

Leave a Comment

error: Content is protected !!