ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ନନ୍ଦପୁରାରେ ବିକାଶ ବାହନ ଯାତ୍ରା

ନନ୍ଦପୁରାରେ ବିକାଶ ବାହନ ଯାତ୍ରା

ଡାବୁଗାଁ, ୧୭/୬ (ମ. ନି.ସ.):- ଓଡିଶା ସରକାରଙ୍କ ଦ୍ଵାରା ସ୍ଥିରୀକୃତ ବିକାଶ ବାହନ ଯାତ୍ରା ର ମଙ୍ଗଳବାର ନନ୍ଦପୁରା ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ରେ ଅନୁଷ୍ଠିତ ହୋଇଯାଇଛି। ଆଜିର କାର୍ଯ୍ୟକ୍ରମରେ ଜିଲାପରିଷଦ ସଭ୍ୟ ଧନସିଂ ଭତ୍ରା, ସରପଞ୍ଚ ମଇନା ମାଝି, ସମିତି ସଭ୍ୟ ରାଇଧର ବିନ୍ଧାଣି, ନାଏବ ସରପଞ୍ଚ ରାଜୁ ପୂଜାରୀ, ଗ୍ରାମ ପଞ୍ଚାୟତ ଉନ୍ନୟନ ଅଧିକାରୀ ପଦ୍ମନାଭ ଭାଲ୍ଲା, ବ୍ଲକ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ଆଦିତ୍ୟ ନାରାୟଣ ରଥ, ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଯତୀନ ପାଣିଗ୍ରାହୀ, ଯୋଗାଣ ନିରିକ୍ଷକ ସିପ୍ରା ସାମଲ, ବିପିସି ଆରଏଚ ଯୋଗେନ୍ଦ୍ର ମାଝି, ଏମଜିଏନଆରଇଜିଏସ ସହାୟକ ବିଦ୍ୟାଧର ବିଶୋଇ, ପଞ୍ଚାୟତ ନିର୍ବାହୀ ଅଧିକାରୀ ଦିବ୍ୟଶଙ୍କର ପୂଜାରୀ, ଭାଜପା ମଣ୍ଡଳ ସଭାପତି ଜଗଦୀଶ ଭତ୍ରା, ଡାବୁଗାଁ ବ୍ଲକ ପେସା ସଂଯୋଜକ ଶୁଭଶ୍ରୀ ମହାଙ୍କୁଡ ସମେତ ବିଭିନ୍ନ ବିଭାଗୀୟ ଅଧକାରୀ, ଆଶା କର୍ମୀ, ଅଙ୍ଗନୱାଡି କର୍ମୀ, ଗ୍ରାମର ଭଦ୍ର ବ୍ୟକ୍ତି ଓ ଜନପ୍ରତିନିଧି ଏବଂ ଗ୍ରାମବାସି ମାନେ ଉପସ୍ଥିତ ଥିଲେ । ଏଥିରେ ସରକାର ଙ୍କ ବିଭିନ୍ନ ବିଭାଗରେ ଚାଲିଥିବା ବିଭିନ୍ନ ଉନ୍ନୟନ ମୂଳକ ଯୋଜନା ଗୁଡିକ ବିଷୟରେ ଲୋକଙ୍କୁ ଏଲଇଡି ମାଧ୍ୟମରେ ଅବଗତ କରାଯାଉଛି |

ଡାବୁଗାଁରୁ ପ୍ରଜ୍ଞାରଞ୍ଜନ ପରିଡାଙ୍କ ରିପୋର୍ଟ

Related posts

ଚାଉଳ ଓ ଟଙ୍କା ଆତ୍ମସାତ କଲେ ପ୍ରଧାନ ଶିକ୍ଷକ, ଗ୍ରାମବାସୀ କଲେ ଅଭିଯୋଗ 

masiha

ବରିଷ୍ଠ ସମାଜସେବୀ ଅର୍ଜୁନ ଚାନ୍ଦ ବିୟୋଗ

Sunil Chandra Nayak

୭୭ତମ ସ୍ୱାଧୀନତା ଦିବସ ଉପଲକ୍ଷେ ମହାନ ଯୋଦ୍ଧା ମାନଙ୍କୁ ବାଲୁକା କଳାରେ ଶ୍ରଦ୍ଧାଞ୍ଜଳି

masiha

Leave a Comment

error: Content is protected !!