ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ 

ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ 

ରାୟଗଡ଼ :-ତା.୨୧/୦୬-ରାୟଗଡ଼ ଜିଲ୍ଲା ପ୍ରଶାସନ ତରଫରୁ ଅନ୍ତର୍ଜାତୀୟ ଯୋଗ ଦିବସ ସ୍ଥାନୀୟ ଗୋବିନ୍ଦ ଚନ୍ଦ୍ର ଦେବ ଉଚ୍ଚ ବିଦ୍ୟାଳୟ ଖେଳ ପଡ଼ିଆ ଠାରେ ଅନୁଷ୍ଠିତ ହୋଇଯାଇଛି l ବିକାଶ ମେଳା ମଞ୍ଚ ଠାରେ ଆୟୋଜିତ ଯୋଗ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଅତରିକ୍ତ ଜିଲ୍ଲାପାଳ ନବୀନ ଚନ୍ଦ୍ର ନାୟକ ସମ୍ମାନିତ ଅତିଥି ଭାବରେ ଅତିରିକ୍ତ ଜିଲ୍ଲାପାଳ, ରାଜସ୍ୱ, ଶ୍ରୀ ନିହାର ରଞ୍ଜନ କହଁର, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ, ଜିଲ୍ଲାପରିଷଦ, ରାୟଗଡ଼, ଶ୍ରୀ ଅକ୍ଷୟ କୁମାର ଖେମୁଣ୍ଡୁ, ଉପଜିଲ୍ଲାପାଳ,ରାୟଗଡ଼, ଶ୍ରୀ ରମେଶ କୁମାର ଜେନା,ରାୟଗଡ଼ ବିଡ଼ିଓ, ଶ୍ରୀ ସୁଜିତ କୁମାର ମିଶ୍ର,ଜିଲ୍ଲା କ୍ରୀଡା ଅଧିକାରୀ ଶେଖ ଅଲେନୁର,ଜିଲ୍ଲା ଶିକ୍ଷl ଅଧିକାରୀ ଶ୍ରୀ ରାମ ନାହାକ,ଅବକାରୀ ଅଧିକ୍ଷକ ସନ୍ତୋଷ କୁମାର ଧଳ ସାମନ୍ତ,ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ, ରାୟଗଡ଼ ଶ୍ରୀ ବସନ୍ତ କୁମାର ପ୍ରଧlନ,ଓରମାସ ଡେପୁଟି ସିଓ, ମନୋଜ କୁମାର ପାତ୍ର, ଜିଲ୍ଲା ସଂସ୍କୃତି ଅଧିକାରୀ ସୁଶ୍ରୀ ସୁସ୍ମିତା ବାଉରୀ,ଜିଲ୍ଲା ମତ୍ସ୍ଯ ଅଧିକାରୀ ସ୍ୱର୍ଣ ଲତା ରାଉତ, ପୌରନିର୍ବାହୀ ଅଧିକାରୀ ଶ୍ରୀ କୁଲଦୀପ କୁମାର, ପିଏମ ଫାଇନାନ୍ସ ଶ୍ରୀ ରଶ୍ମୀକାନ୍ତ ପରିଡ଼ା, ଏପିଡି ପ୍ରଭାତ ଲେଙ୍କା ପ୍ରମୁଖ ।

ରାୟଗଡ଼ ଜିଲ୍ଲା ପ୍ରଶାସନ ତରଫରୁ ଅନ୍ତର୍ଜାତୀୟ ଯୋଗ ଦିବସ ସ୍ଥାନୀୟ ଗୋବିନ୍ଦ ଚନ୍ଦ୍ର ଦେବ ଉଚ୍ଚ ବିଦ୍ୟାଳୟ ଖେଳ ପଡ଼ିଆ ଠାରେ ଅନୁଷ୍ଠିତ ହୋଇଯାଇଛି l ବିକାଶ ମେଳା ମଞ୍ଚ ଠାରେ ଆୟୋଜିତ ଯୋଗ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଅତରିକ୍ତ ଜିଲ୍ଲାପାଳ ନବୀନ ଚନ୍ଦ୍ର ନାୟକ ସମ୍ମାନିତ ଅତିଥି ଭାବରେ ଅତିରିକ୍ତ ଜିଲ୍ଲାପାଳ, ରାଜସ୍ୱ, ଶ୍ରୀ ନିହାର ରଞ୍ଜନ କହଁର, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ, ଜିଲ୍ଲାପରିଷଦ, ରାୟଗଡ଼, ଶ୍ରୀ ଅକ୍ଷୟ କୁମାର ଖେମୁଣ୍ଡୁ, ଉପଜିଲ୍ଲାପାଳ,ରାୟଗଡ଼, ଶ୍ରୀ ରମେଶ କୁମାର ଜେନା,ରାୟଗଡ଼ ବିଡ଼ିଓ, ଶ୍ରୀ ସୁଜିତ କୁମାର ମିଶ୍ର ଆଦି ଯୋଗଦେଇଥିବା ବେଳେ ଯୋଗ ଶିକ୍ଷକ ଧୀନେଶ ଜି ଯୋଗ ଶିକ୍ଷା ଦେଇଥିଲେ l,ଜିଲ୍ଲା କ୍ରୀଡା ଅଧିକାରୀ ଶେଖ ଅଲେନୁର,ଜିଲ୍ଲା ଶିକ୍ଷl ଅଧିକାରୀ ଶ୍ରୀ ରାମ ନାହାକ,ଅବକାରୀ ଅଧିକ୍ଷକ ସନ୍ତୋଷ କୁମାର ଧଳ ସାମନ୍ତ,ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ, ରାୟଗଡ଼ ଶ୍ରୀ ବସନ୍ତ କୁମାର ପ୍ରଧlନ, ଜିଲ୍ଲା ସଂସ୍କୃତି ଅଧିକାରୀ ସୁଶ୍ରୀ ସୁସ୍ମିତା ବାଉରୀ,ଏପିଡି ରଶ୍ମୀକାନ୍ତ ପରିଡ଼ା, ପ୍ରଭାତ ଲେଙ୍କା,ଅଜାତ ଶତ୍ରୁ ରାଉତ, ଅନ୍ୟାନ୍ୟ ଅଧିକାରୀ, କର୍ମଚାରୀ, ମହିଳାମହାବିଦ୍ୟାଳୟ, ରାୟଗଡ଼ ମହାବିଦ୍ୟାଳୟ, ଜିସିଡ଼ି ଉଚ୍ଚ ବିଦ୍ୟାଳୟ, ବାଳିକା ଉଚ୍ଚ ବିଦ୍ୟାଳୟ ଆଦିର ଛାତ୍ର ଛାତ୍ରୀ, ଶିକ୍ଷକ, ଶିକ୍ଷୟତ୍ରୀ ମାନେ ଯୋଗଦେଇଥିଲେ l 

ଗୌରୀ ପଟ୍ଟନାୟକ ଙ୍କ ରିପୋର୍ଟ୍ 

Related posts

ବାଦାମ ପାହାଡ଼ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଟିପିଏନଓଡିଏଲ ଏବଂ ଅଗ୍ନୀଶମ ବିଭାଗ ତରଫରୁ ଅଗ୍ନିଶମ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ

Sunil Chandra Nayak

ବାସନ୍ତୀ ପାଠାଗାରର ମାସିକ ସାହିତ୍ୟ ଆସର

masiha

ଓ ଏମ୍ ସି ଖଣି କମ୍ପାନୀ ତରଫରୁ ବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ ପାଳିତ

masiha

Leave a Comment

error: Content is protected !!