ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ବ୍ଲକ ସ୍ତରୀୟ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ୨୦୨୫ ଅନୁଷ୍ଠିତ

ବ୍ଲକ ସ୍ତରୀୟ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ୨୦୨୫ ଅନୁଷ୍ଠିତ

ଜୁନାଗଡ଼,୨୧/୬(ମନୀସ )କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ବ୍ଲକ ସ୍ତରୀୟ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ବ୍ଲକ ପରିସରରେ ଅନୁଷ୍ଠିତ ହୋଇଥିଲା।ଏହି ଶିବିରରେ ଅସ୍ତିଶଲ୍ୟ ୧୬୨,ଚକ୍ଷୁ ୫୬,କାନ ୮୭,ମାନସିକ ୬୨,ଅନ୍ୟାନ୍ୟ ୬,ସମୁଦାୟ ୩୭୩ ଜଣ ମଧ୍ୟରୁ ୨୧ ଟି ଭିନ୍ନକ୍ଷମ ପ୍ରମାଣ ପତ୍ର,ବସପାସ ୬୧,ଟ୍ରେନପାସ ୪୩,ଘର ୪୩,ଟ୍ରାଇସାଇକଲ ୧୯,ହ୍ବିଲଚେଆର ୪୭ ଜଣକୁ ପ୍ରଦାନ କରାଯାଇଛି।ଏହି ଶିବିରରେ ମୁଖ୍ୟ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷ। ସବିତା ମେହେର,ବିଡିଓ ଦେବାଶିଷ କର, ବ୍ଲକ ଉପାଧ୍ୟକ୍ଷ ପ୍ରମୋଦ ବେହେରା, ପୂର୍ବତନ ନଗରପାଳ ମୁକେଶ ଅଗ୍ରୱାଲ, ବିଏସଏସଓ ତୁଷାର ସାହୁଙ୍କ ସମେତ ବ୍ଲକ କର୍ମଚାରୀ ଓ ବିଭିନ୍ନ ପଂଚାୟତ ଅଞ୍ଚଳର ଶତାଧିକ ଲୋକେ ଉପସ୍ଥିତ ଥିଲେ। 

ଜୁନାଗଡ଼ ରୁ ନରେନ୍ଦ୍ର କ୍ଷିତି ଙ୍କ ରିପୋର୍ଟ୍ 

 

Related posts

ନବରଙ୍ଗପୁର ଜିଲ୍ଲାପାଳ ଡ଼ା ଶୁଭଙ୍କର ମହାପାତ୍ର ଙ୍କୁ ବିଦାୟ ସମ୍ବର୍ଦ୍ଧନା 

Sunil Chandra Nayak

ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ କେନ୍ଦ୍ରାପଡ଼ା ଗସ୍ତ

masiha

ଆମ ସାହିତ୍ଯ ଆମ ଅସ୍ମିତାର ପରିଚୟ. ବୈଶାଖୀ ସାହିତ୍ୟ ସଂସଦ ର ବାର୍ଷିକୋତ୍ସବ 

masiha

Leave a Comment

error: Content is protected !!