ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ 

ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ 

ଡାବୁଗାଁ, ୨୧/୬ (ମ.ନି.ସ.)- ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ସଦରମହକୁମା ସ୍ଥିତ ଶ୍ରୀନିବାସ କଲ୍ୟାଣ ମଣ୍ଡପ ଠାରେ ଶନିବାର ଯୋଗ ଦିବସ ପାଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି | ଏହି ବୈଠକରେ ବିଡିଓ ଶରତ ମାଝି, ବ୍ଲକ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ଆଦିତ୍ୟ ନାରାୟଣ ରଥ, ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଯତୀନ ପାଣିଗ୍ରାହୀ, ପଞ୍ଚାୟତ ଉନ୍ନୟନ ଅଧିକାରୀ ପଦ୍ମନାଭ ଭାଲ୍ଲା, ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ସନ୍ତୋଷ କୁମାର ସାହୁ, ବରିଷ୍ଠ ନାଗରିକ ନିତ୍ୟାନନ୍ଦ ମହାନ୍ତି ସମେତ ବହୁ ବରିଷ୍ଠ ନାଗରିକ ଓ ଅଙ୍ଗନୱାଡି କର୍ମୀ, ଛାତ୍ରୀଛାତ୍ର ମାନେ ଉପସ୍ଥିତ ରହି ଯୋଗ କରିଥିଲେ |

ଡାବୁଗାଁରୁ ପ୍ରଜ୍ଞାରଞ୍ଜନ ପରିଡାଙ୍କ ରିପୋର୍ଟ

Related posts

ଜୁନିୟର୍ ପେନଚାକ ସିଲାଟ ପ୍ରତିଯୋଗିତା ରେ ନବରଙ୍ଗପୁର କୁ ୧୩ଟି ପଦକ

Sunil Chandra Nayak

ପ୍ରବେଶ ଉତ୍ସବ ଓ ଖଡିଛୁଆଁ ୨୦୨୫- ଶିଶୁ ବାଟିକାର ଶୁଭାରମ୍ଭ 

masiha

ଆବାସ ଗୃହ ପାଇବାର ମାପକାଠି ରେ ଯୋଗ୍ୟ ହେଲେନି ପଦ୍ମା ଓ ଚଞ୍ଚଳା ! ଏମାନଙ୍କ ବିକଳ ଗୁହାରି ଶୁଣିଲେନି ଅଧିକାରୀ , ପ୍ରତିଶ୍ରୁତି ଦେଇ ପ୍ରତିଶ୍ରୁତି ଭୁଲିଗଲେ

Sunil Chandra Nayak

Leave a Comment

error: Content is protected !!