ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଫରୱାର୍ଡ଼ ବ୍ଲକ ତରଫରୁ ସୌମ୍ୟାଶ୍ରୀ ଙ୍କୁ ଶ୍ରଦ୍ଧାଞ୍ଜଳୀ

ଫରୱାର୍ଡ଼ ବ୍ଲକ ତରଫରୁ ସୌମ୍ୟାଶ୍ରୀ ଙ୍କୁ ଶ୍ରଦ୍ଧାଞ୍ଜଳୀ

ଜୁନାଗଡ଼,୨୬/୭(ମନୀ ସ)ଅଲ ଇଣ୍ଡିଆ ଫରୱାର୍ଡ ବ୍ଲକ ତରଫରୁ ଦିବଙ୍ଗତ ଫକୀରମୋହନ ବିଶ୍ୱବିଦ୍ୟାଳୟ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଶୃତି ଚାରଣ କରି ଗଭୀର ଶ୍ରଦ୍ଧାଞ୍ଜଳୀ ପ୍ରଦାନ କରାଯାଇଥିଲା।ସ୍ଥାନୀୟ ବ୍ଲକ କଲୋନୀ ପରିସର ମଧ୍ୟରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ରେ ଜିଲ୍ଲା ସମ୍ପାଦକ ଗୟାରାମ ପୁଝାରୀ ସଭାପତିତ୍ୱ କରିଥିଲେ।ସ୍ବର୍ଗତ ସୌମ୍ୟା ଙ୍କ ସ୍ତୁତି ଉଦେସ୍ୟରେ ଦୁଇ ମିନିଟ ନିରବ ପ୍ରାର୍ଥନା କରାଯାଇଥିଲା।ଓଡିଶା ସରକାର ସୌମ୍ୟଙ୍କୁ ଉପଯୁକ୍ତ ନ୍ୟାୟ ପ୍ରଦାନ କରି ନାରୀ ନିର୍ଯାତନା ରୋକିବା ପାଇଁ ଦୃଢ ପଦକ୍ଷେପ ନେବାକୁ ଉପସ୍ଥିତ କର୍ମକର୍ତା ମତପ୍ରକାଶ କରିଥିଲେ।ଏହି କାର୍ଯ୍ୟକ୍ରମରେ ବରିଷ୍ଠ ସାମ୍ବାଦିକ ନରେନ୍ଦ୍ର ଖିତି ଅଲ ଇଣ୍ଡିଆ ସ୍ତୁଡେଣ୍ଟ ବ୍ଲକ ର ନେତ୍ରୀ ଦିଶା ବାରିକ, ସାମ୍ବାଦିକ ରବିଶଙ୍କର ସୁନାନୀ, ଭବାନୀ ନାଏକ, କମଳାକାନ୍ତ କୁମାର ,ପ୍ରମୋଦ ବାରିକ, ରାଜେଶ ମହାଳିକ ପ୍ରମୁଖ ଉପସ୍ଥିତ ରହିଥିଲେ। 

ଜୁନାଗଡ଼ ରୁ ନରେନ୍ଦ୍ର କ୍ଷିତି ଙ୍କ ରିପୋର୍ଟ୍ 

Related posts

ବସ୍ତା ଅଞ୍ଚଳ ର ସମାଚାର

masiha

ଅଲ୍ ଓଡ଼ିଶା ସିଡ୍ୟୁଲଡ଼୍ କାଷ୍ଟ ଫେଡେରେସନ (ଏଓଏସସିଏଫ୍ ) ଦ୍ୱାରା ସମ୍ବିଧାନ ଦିବସ ପାଳିତ 

masiha

ଦେଓଗାଁ ବ୍ଲକ ଧଣ୍ଡlମାଳ ଗାଁ ରେ ବିଶାଳ ଆଦିବାସୀ ସମ୍ମିଳନୀ , ଜମି ଜଳ ଜଙ୍ଗଲ ଜୀବନଜୀବିକା ସୁରକ୍ଷା ପାଇଁ ଆଦିବାସୀ ଙ୍କ ଆହ୍ୱାନ 

masiha

Leave a Comment

error: Content is protected !!