ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ଚାଷୀଙ୍କୁ ରାଜ୍ୟ ସରକାରଙ୍କ ଅକ୍ଷୟ ତୃତୀୟାର ଭେଟି, ମିଳିବ ଦୁଇ ହଜାର ଟଙ୍କା,ଏନେଇ ଘୋଷଣା କଲେ ରାଜ୍ୟ ସରକାର

ଚାଷୀଙ୍କୁ ରାଜ୍ୟ ସରକାରଙ୍କ ଭେଟି । ଅକ୍ଷୟ ତୃତୀୟା ଅବସରରେ ପ୍ରତ୍ୟକ ଚାଷୀଙ୍କୁ ଭେଟି ଦେବେ ରାଜ୍ୟ ସରକାର | ପ୍ରତ୍ୟେକ କାଳିଆ ହିତାଧିକାରୀଙ୍କୁ ମିଳିବ ୨ ହଜାର ଟଙ୍କା । ଏନେଇ ଘୋଷଣା କଲେ ରାଜ୍ୟ ସରକାର । ୨୦୧୮ରୁ ଚାଷୀଙ୍କ ପାଇଁ ଆରମ୍ଭ ହୋଇଥିବା ଏହି ଯୋଜନାରେ ବର୍ତ୍ତମାନ ସୁଦ୍ଧା ୫୩ ଲକ୍ଷରୁ କ୍ଷୁଦ୍ର, ନାମମାତ୍ର ଏବଂ ଭୂମିହୀନ ଚାଷୀ ସିଧାସଳଖ ଉପକୃତ ହୋଇଛନ୍ତି ।ଯାହା ସିଧାସଳଖ ହିତାଧିକାରୀଙ୍କ ଆକାଉଣ୍ଟକୁ ଯିବ ଟଙ୍କା । ଗତବର୍ଷ ଅକ୍ଷୟ ତୃତୀୟା ଅବସରରେ ଚାଷୀଙ୍କୁ କାଳିୀଆ ଟଙ୍କା ଦେଇଥିଲେ ସରକାର ।

ଵିଦ୍ୟାଧର ସାହୁଙ୍କ ରିପୋର୍ଟ….

Related posts

ନଳିନୀ ପ୍ରଭା ମିଶ୍ର ଙ୍କ କବିତା ଶରତ ସକାଳ

Sunil Chandra Nayak

କୋକସରା ତହସିଲ ସମ୍ମୁଖରେ ସ୍ପିଡ୍ ବ୍ରେକର ନିର୍ମାଣ ପାଇଁ ଦାବୀ

Sunil Chandra Nayak

ବାପା ଛେଉଣ୍ଡ ହେଇଗଲେ କୁନି କୁନି ଝିଅ ଚାରୋଟି 

Sunil Chandra Nayak

Leave a Comment

error: Content is protected !!