ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଧର୍ମୀୟ ସଂସ୍କୃତି

ବିିଦ୍ୟାଷ୍ଟଡ଼ି ପଏଂଟରେ ପ୍ରଭୁ ଗଣେଶଙ୍କ ଆଶିଷ ଭିକ୍ଷା କଲେ ଛାତ୍ରଛାତ୍ରୀ

ବିିଦ୍ୟାଷ୍ଟଡ଼ି ପଏଂଟରେ ପ୍ରଭୁ ଗଣେଶଙ୍କ ଆଶିଷ ଭିକ୍ଷା କଲେ ଛାତ୍ରଛାତ୍ରୀ

ରାଉରକେଲା: ଆଜି ସାରନଗରୀର ଘରୋଇ ଶିକ୍ଷାନୁଷ୍ଠାନ ବିଦ୍ୟା ଷ୍ଟଡ଼ି ପଏଂଟ ଠାରେ ଲମ୍ବୋଦରଙ୍କ ପୂଜାର୍ଚ୍ଚନାର ଆୟୋଜନ କରାଯାଇଥିଲା । ଏହି ଅବସରରେ ଅନୁଷ୍ଠାନର ଚଳିତ ବର୍ଷର ଛାତ୍ରଛାତ୍ରୀ ଓ ପୁରାତନ ଛାତ୍ରଛାତ୍ରୀ ମାନେ ଗଣେଶ ପୂଜାରେ ନିଜକୁ ସାମିଲ କରି ପୁଷ୍ପାଜଂଳୀ ଦେଇ ପ୍ରଭୁ ଗଣେଶଙ୍କ ଆଶିଷ ଭିକ୍ଷା କରିଥିଲେ । ର୍ପୂବାହ୍ନ ପ୍ରାୟ ୧୦ଟାରେ ପୂଜାରୀଙ୍କ ଦ୍ୱାରା ପୂଜାର୍ଚ୍ଚନା ପରେ ଛାତ୍ରଛାତ୍ରୀଙ୍କୁ ପ୍ରସାଦ ବିତରଣ କରାଯାଇଥିଲା । ପୂଜକ ଭାବେ ରାଧାରମଣ ରଥ ଓ କର୍ତ୍ତା ଭାବେ ଚନ୍ଦ୍ର ଶେଖର ମୁନୀ ଉପସ୍ଥିତ ଥିଲେ । ଗଣେଶ ପୂଜାରେ ବିଦ୍ୟା ଷ୍ଟଡ଼ି ପଏଂଟର ନିର୍ଦ୍ଦେଶକ ସରୋଜ କୁମାର ବେହେରା, ଅଧ୍ୟାପକ ସୁନୀଲ ସାମଲ, ପ୍ରଭଜଂନ ମିଶ.ବସନ୍ତ କୁମାର ଦାସ ସମେତ ଅଂଚଳର ସମାଜସେବୀ, ସାମାଜିକ କର୍ମୀ, ବୁଦ୍ଧିଜିବୀ, ସ୍ୱେଚ୍ଛାସେବୀ ମାନେ ଗଣେଶ ପୂଜାରେ ନିଜକୁ ସାମିଲ କରିଥିଲେ । 

ରାଉରକେଲା ରୁ କୁଞ୍ଜ ବିହାରି ରାଉତ ଙ୍କ ରିପୋର୍ଟ୍ 

Related posts

ରାଇରଙ୍ଗପୁରରେ ପଞ୍ଚଦୀଵସୀୟ ୩୦ ତମ ଶ୍ରୀ ଶ୍ରୀ କାର୍ତ୍ତିକେଶ୍ଵର ବାବାଙ୍କର ତିରିଶି ତମ ପୂଜା

Sunil Chandra Nayak

କମର୍ସ ଗାଇଡେନ୍ସ ପକ୍ଷରୁ ଅଗ୍ରପୂଜ୍ୟଙ୍କ ପୂଜା ମହାସମାରୋହରେ ପାଳିତ

masiha

ବୃନ୍ଦାବାହାଲ ଠାରେ ଶ୍ରୀମଦ ଭାଗବତ ପାରାୟଣ ଉଦଯାପିତ

Sunil Chandra Nayak

Leave a Comment

error: Content is protected !!