ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ନବରଙ୍ଗପୁରଠାରେ ଜିଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ନବରଙ୍ଗପୁରଠାରେ ଜିଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ନବରଙ୍ଗପୁର:( ତା୦୧.୦୯.୨୦୨୫)ଆଜି ନବରଙ୍ଗପୁର ପୌରପାଳିକା ସମ୍ମିଳନୀ ଗୃହରେ ଜିଲ୍ଲାପାଳ ଡ ମହେଶ୍ଵର ସ୍ୱାଇଁ ଏବଂ ଆରକ୍ଷୀ ଅଧିକ୍ଷକ ମଡକର ସନ୍ଦୀପ ସମ୍ପତଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ବିରଞ୍ଚିଁ ନାରାୟଣ ଦରୱାନ , ଉପ ଜିଲ୍ଲାପାଳ ପ୍ରକାଶ କୁମାର ମିଶ୍ରଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।ଏହି ଜନ ଶୁଣାଣି ଶିବିରରେ ମୋଟ ୫୮ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୫୧ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୦୭ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। 

ନବରଙ୍ଗପୁର ଜିଲ୍ଲାରୁ ରବି ନାରାୟଣ ମହାନ୍ତିଙ୍କ ରିପୋର୍ଟ ମସିହା ନିଉଜ୍ 

Related posts

ଧର୍ମଗଡ ଗ୍ରାମ୍ୟ ଉନ୍ନୟନ ବିଭାଗ ଦ୍ୱାରା ହେଉଥିବା ଏହି କାମ ନିମ୍ନ ମାନର ଅଭିଯୋଗ ଭିଜିଲାନ୍ସ ତଦନ୍ତ ଦାବିରେ ଉପଜିଲ୍ଲାପାଳ କାର୍ଯ୍ୟାଳୟ ନିକଟରେ ଗଣଧାରଣା

masiha

ଆଜିଠାରୁ ପୁଣି ଦୁଲୁକିବ ଚଇତି ମଞ୍ଚ। – ରଙ୍ଗାରଙ୍ଗ କାର୍ଯକ୍ରମରେ ପୁଣି ଦୁଲିକିବ ଚଇତି ମଞ୍ଚ

masiha

ଟ୍ରେନ ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ

Sunil Chandra Nayak

Leave a Comment

error: Content is protected !!