ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଦୁଇ ବାଇକ ମୁହାଁମୁହିଁ ଧକ୍କା: ୨ମୃତ : ୨ଗୁରୁତର

ଦୁଇ ବାଇକ ମୁହାଁମୁହିଁ ଧକ୍କା: ୨ମୃତ : ୨ଗୁରୁତର

କନ୍ଧମାଳ: ତା, ୦୮/୦୯:(ମନିସ): କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଥାନା ଖାଡିଙ୍ଗିଆ ନିକଟରେ ଦୁଇ ବାଇକ ମୁହାଁମୁହିଁ ଧକ୍କା ହେବା ଫଳରେ ଘଟଣା ସ୍ଥଳରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଗୁରୁତର ଅଛନ୍ତି । ମୃତକ ହେଲେ ଖାଡିଙ୍ଗିଆ ଗାଁର ବେଶବେନ କହଁର , କୁକାଙ୍ଗିଆ ଗାଁର ଶଶିକାନ୍ତ ପ୍ରଧାନ । ଅନ୍ୟ ଦୁଇ ଜଣଙ୍କୁ ଗୁରୁତର ଅବସ୍ଥାରେ ନିକଟସ୍ଥ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ସ୍ଥାନୀୟ ଲୋକଙ୍କ ସୂଚନା ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

କନ୍ଧମାଳ ଜିଲ୍ଲାରୁ ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ 

Related posts

ବିପଦର ବନ୍ଧୁ ସାଜିଛି ରଙ୍ଗବିହୀନ ହମ୍ପସ୍

masiha

SIR-୨୦୨୬ ସଫଳତା ର ସହ ସମାପ୍ତ, ଧର୍ମଗଡ଼ ନିର୍ବାଚନମଣ୍ଡଳୀର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶିତ

Sunil Chandra Nayak

ପାନୀୟ ଜଳ ପାଇଁ ବ୍ଲକ ପ୍ରଶାସନର ଦ୍ୱାରସ୍ଥ ହେଲେ ସୁନାମାଲ ଗ୍ରାମର ମହିଳା

masiha

Leave a Comment

error: Content is protected !!