ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ନବରଙ୍ଗପୁର ସହରାଞ୍ଚଳ ବିକାଶ ଓ ସ୍ୱଚ୍ଛତା ପାଇଁ ମାନ୍ୟବର ବିଧାୟକ ନବରଙ୍ଗପୁର ଏବଂ ଜିଲ୍ଲାପାଳ ଙ୍କ ପରିଦର୍ଶନ 

ନବରଙ୍ଗପୁର ସହରାଞ୍ଚଳ ବିକାଶ ଓ ସ୍ୱଚ୍ଛତା ପାଇଁ ମାନ୍ୟବର ବିଧାୟକ ନବରଙ୍ଗପୁର ଏବଂ ଜିଲ୍ଲାପାଳ ଙ୍କ ପରିଦର୍ଶନ 

ନବରଙ୍ଗପୁର:( ତା ୯.୯.୨୦୨୫)(ରବି ନାରାୟଣ ମହାନ୍ତି)ଆଜି ସକାଳ ୭.୩୦ ମି଼ ସମୟରେ ମାନ୍ୟବର ବିଧାୟକ ନବରଙ୍ଗପୁର ଗୌରୀ ଶଙ୍କର ମାଝୀ ଏବଂ ଜିଲ୍ଲାପାଳ ଡ଼ ମହେଶ୍ବର ସ୍ୱାଇଁ ନବରଙ୍ଗପୁର ପୌରାଞ୍ଚଳର ସ୍ୱଚ୍ଛତା,ସାହି ରାସ୍ତା,ନାଳ ନିର୍ମାଣ,ରାସ୍ତା ଓସାର,ରିଙ୍ଗ ରୋଡ ଓସାର, ମାଝୀଗୁଡ଼ା ଓ, ସୁବାସ ବୋଷ ଚୌକ, ଚଉଁରିଆଗୁଡା ଟ୍ରାଫିକ ଜଙ୍କସନ,ଅତିରିକ୍ତ ସର୍କିଟ ହାଉସ ନିର୍ମାଣ, ଆମିଷ ବଜାର ର ନିର୍ମାଣ ଉପରେ ଗୁରୁତ୍ୱ ଦେଇ ବିଭିନ୍ନ ସ୍ଥାନ ପରିଦର୍ଶନ କରିଥିଲେ। ଆରକ୍ଷୀ ଅଧିକ୍ଷକ ମଡକର ସନ୍ଦୀପ ସଂପତ,ପୌରପାଳିକା ଅଧ୍ୟକ୍ଷ କୁନୁ ନାୟକ,ଉପ ଜିଲ୍ଲାପାଳ ପ୍ରକାଶ କୁମାର ମିଶ୍ର, ଅଧିକ୍ଷଣ ଯନ୍ତ୍ରୀ ରାସ୍ତା ଓ ଗୃହନିର୍ମାଣ କେ କନ୍ଧପାନି, ଅଧିକ୍ଷଣ ଯନ୍ତ୍ରୀ ଟି ପି ଏସ ଓ ଡି ଏଲ ସିବେଶ ରାମ ସାହୁ , କାଉନସିଲର ସଦସ୍ୟ, ଜିଲ୍ଲା ଶିକ୍ଷା ଅଧିକାରୀ ଛତ୍ରପତି ସାହୁ,ନନ୍ଦାହାଣ୍ଡି ତହସିଲଦାର ଚନ୍ଦ୍ରଦାସ ମହାନନ୍ଦିଆ ପ୍ରମୁଖ ଏହି ପରିଦର୍ଶନ ସମୟରେ ଉପସ୍ଥିତ ଥିଲେ।

ନବରଙ୍ଗପୁର ଜିଲ୍ଲାରୁ ରବି ନାରାୟଣ ମହାନ୍ତି ଙ୍କ ରିପୋର୍ଟ ମସିହା ନିଉଜ୍ 

Related posts

ବରିଷ୍ଠ ଶିକ୍ଷାବିତ ପ୍ରାକ୍ତନ ପ୍ରଧାନ ଶିକ୍ଷକ ସାମ୍ୟବାଦୀ ନେତା କୃଷ୍ଣ ମୋହନ ରାଉତ ଙ୍କ ଏକାଦଶାହ ରେ ଅଗ୍ରଣୀ ସ୍ଵେଛାସେବୀ ଅନୁଷ୍ଠାନ ଧ୍ରୁବ ଅର୍ଣ୍ଣପୂର୍ଣ୍ଣା ସେବା ଓ କଳା ପରିଷଦ ଦ୍ୱାରା ସ୍ମୁତି ସଭା ଓ ଭଜନ ସମାରୋହ ଅନୁଷ୍ଠିତ

Sunil Chandra Nayak

ପାପଡାହାଣ୍ଡି ବ୍ଳକ ମ୍ୟାଟ୍ରିକ ପରୀକ୍ଷାରେ ଟପ୍ପର ଦେବସ୍ମୀତା 

masiha

ଦଳିତ ଡେଭଲପମେଣ୍ଟ ମିଶନ ପକ୍ଷରୁ କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା, ଶିକ୍ଷା ମାଧ୍ୟମରେ ସଶକ୍ତିକରଣ ଉପରେ ଗୁରୁତ୍ୱ

Sunil Chandra Nayak

Leave a Comment

error: Content is protected !!