ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ନୂଆପଡ଼ା ଜିଲ୍ଲା ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସି ବିଧାୟକ ସ୍ୱର୍ଗତ ରାଜେନ୍ଦ୍ର ଢୋଲକିଆ ଙ୍କ ଶ୍ରଦ୍ଧାଞ୍ଜଳୀ ସଭା ରେ ଯୋଗ ଦାନ

ନୂଆପଡ଼ା ଜିଲ୍ଲା ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସି ବିଧାୟକ ସ୍ୱର୍ଗତ ରାଜେନ୍ଦ୍ର ଢୋଲକିଆ ଙ୍କ ଶ୍ରଦ୍ଧାଞ୍ଜଳୀ ସଭା ରେ ଯୋଗ ଦାନ

ନୂଆପଡା,ନୂଆପଡ଼ା ଜିଲ୍ଲା ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସି ବିଧାୟକ ସ୍ୱର୍ଗତ ରାଜେନ୍ଦ୍ର ଢୋଲକିଆ ଙ୍କ ଶ୍ରଦ୍ଧାଞ୍ଜଳୀ ସଭା ରେ ଯୋଗଦାନ ଶ୍ରଦ୍ଧା ସୁମନ ଅର୍ପଣ କରିଛନ୍ତି। ତାଙ୍କ ଦ୍ବାରା ବିଧାୟକ ଙ୍କ ଶର୍ଦ୍ଧାସୁମନ ଅର୍ପଣ କରିଥିଲେ। ସଭାରେ ତାଙ୍କ ସ୍ମୃତି ଚାରଣ କରିଛନ୍ତି। ତାଙ୍କ ପରିବାର ଙ୍କୁ ସାକ୍ଷାତ କରି ଥିଲେ। ନୂଆପଡ଼ା ବିଧାନସଭା ରେ ୪ ଥର ସେ ବିଧାୟକ ହୋଇ ସେ ସମାଜ ସେବା ରେ ନିଜକୁ ନିୟୋଜନ କରି ନୂଆପଡ଼ା ଜିଲ୍ଲା ର ବିକାଶ ପାଇଁ ଜୀବନ କୁ ଉସର୍ଗୀକୃତ୍ କରିଥିଲେ।

ନୂଆପଡା ରୁ ସୁଜିତ କୁମାର ପ୍ରଧାନ ଙ୍କ ରିପୋର୍ଟ

Related posts

ହାଇଟେକ୍ ମେଡିକାଲ କଲେଜ ଓ ହସପିଟାଲ ର ନିଶୁଳ୍କ ସ୍ବାସ୍ଥ୍ୟ ସେବା ଶିବିର 

masiha

ରାଇରଙ୍ଗପୁର ଆଦର୍ଶ ଥାନାରେ ଦିବଂଗତ କନଷ୍ଟେବଳ ଦାମୋଦର ନାୟକଙ୍କୁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି

masiha

ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ କୁନ୍ତେଶୁ ରୁ ରାମଜୀପୁଟ ଗ୍ରାମକୁ ରାସ୍ତା ନିର୍ମାଣ ହେଉ ନ ଥିବାରୁ ଗ୍ରାମବାସୀ ଙ୍କ ତୀବ୍ର ବିରୋଧ

Sunil Chandra Nayak

Leave a Comment

error: Content is protected !!