ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଭାରସାମ୍ୟ ହରାଇ ଓଲଟିଲା ଚାଉଳ ବୋଝେଇ ଟ୍ରକ

ଭାରସାମ୍ୟ ହରାଇ ଓଲଟିଲା ଚାଉଳ ବୋଝେଇ ଟ୍ରକ 

ଲାଞ୍ଜିଗଡ଼, ୨୧/୦୯(ମନିସ)-ଲାଞ୍ଜିଗଡ଼ ବ୍ଲକ କଦମ୍ବଗୁଡାଠାରୁ କମର୍ଦ୍ଧାକୁ ସଂଯୋଗ କରୁଥିବା ରାସ୍ତା ଆମ୍ବଝରି ବଞ୍ଜାରୀ ଘାଟିରେ ଭାରସାମ୍ୟ ହରାଇ ଏକ ଚାଉଳ ବୋଝେଇ ଟ୍ରକ ଓଲଟି ପଡ଼ିଛି। ଆଜି ସକାଳୁ କମର୍ଦ୍ଧା ପଞ୍ଚାୟତକୁ ପିଡ଼ିଏସ ଚାଉଳ ନେଇ ଯାଉଥିବା ଏହି ଟ୍ରକଟି ବଞ୍ଜାରୀଘାଟିର ଗଡା଼ଣି ଓହ୍ଲାଉଥିବାବେଳେ ଭାରସାମ୍ୟ ହରାଇ ଓଲଟିପଡିଥିଲା। ତେବେ ଏଥିରେ ଚାଳକ ଜଣକ ଅଳ୍ପକେ ବର୍ତ୍ତି ଯାଇଛନ୍ତି।

ସୁଶୀଲ କୁମାର ବାଗ ଙ୍କ ରିପୋର୍ଟ୍ 

Related posts

ଠିକାଦାର ଯନ୍ତ୍ରୀଙ୍କ ମଧୁଚନ୍ଦ୍ରିକା : ସ୍କୁଲର କୋଠା ସରିଲା ଵିଲ୍ ହେଲା ,ମାସକମଧ୍ୟରେ ଘର ଛାତରୁ ପାଣି ଗଳିଲା

Sunil Chandra Nayak

ନବରଙ୍ଗପୁର କଲେଜକୁ ସରକାରୀ ଘୋଷଣା ପାଇଁ ଦାବି ଦୋହରାଇଲା ଆଲୁମିନାଇ କମିଟି

Sunil Chandra Nayak

ପ୍ରାକ୍ତନ ପ୍ରଧାନଶିକ୍ଷକ ତଥା ବିଶିଷ୍ଠ ସମାଜସେବୀ ଶରତ ଚନ୍ଦ୍ର ମଲ୍ଲ ଙ୍କ ପରଲୋକ 

Sunil Chandra Nayak

Leave a Comment

error: Content is protected !!