ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ରାଷ୍ଟ୍ରଭାଷା ପରୀକ୍ଷା ଦେଲେ ୧୩୬ ଜଣ ପରୀକ୍ଷାର୍ଥୀ.

ରାଷ୍ଟ୍ରଭାଷା ପରୀକ୍ଷା ଦେଲେ ୧୩୬ ଜଣ ପରୀକ୍ଷାର୍ଥୀ.

ରାଉରକେଲା: ରାଷ୍ଟ୍ରଭାଷା ପ୍ରଚାର ଏବଂ ବିକାଶ ସସ୍ଥାନ ରାଉରକେଲା ଆନୁକୁଲ୍ୟରେ ସେକ୍ଟର ୧୮ ସ୍ଥିତ ଦୀପିକା ଇସ୍ପାତ ଶିକ୍ଷା ସଦନ ଠାରେ ୨୦ ରୁ୨୩ ସେପ୍ଟେମ୍ୱର, ୨୦୨୫ ପର୍ଯ୍ୟନ୍ତ ରାଷ୍ଟ୍ରଭାଷା ପ୍ରଚାର ସମିତି,ୱର୍ଦ୍ଧା ଅନ୍ତର୍ଗତ ରାଷ୍ଟ୍ରଭାଷା ପ୍ରାଥମିକ, ପ୍ରାରମ୍ଭିକ, ପ୍ରବେଶ,ପରିଚୟ, କୋବିଦ ଓ ରତ୍ନ ପରୀକ୍ଷା ଅନୁଷ୍ଠିତ ହୋଇଯାଇଛି । ଏଥିରେ ରାଉରକେଲା ଓ ଆଖପାଖ ବିଦ୍ୟାଳୟ ଓ ମହାବିଦ୍ୟାଳୟ ମାନଙ୍କରୁ ୧୩୬ ଜଣ ପରୀକ୍ଷାର୍ଥୀ ଅଂଶଗ୍ରହଣ କରିଥିଲେ । ସମସ୍ତ ପରୀକ୍ଷା ବିଦ୍ୟାଳୟର ପ୍ରଧାନଶିକ୍ଷକ ଶିଶିର କୁମାର ସାମଲଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ ହୋଇଥିଲା ବୋଲି ସସ୍ଥାନର ମ୍ୟାନେଜିଂ ଟ୍ରଷ୍ଟି ତଥା ସମ୍ପାଦକ ଡ ଜଗନ୍ନାଥ ଦାଶ ଜଣାଇଛନ୍ତି । 

ରାଉରକେଲା ରୁ କୁଞ୍ଜ ବିହାରି ରାଉତ ଙ୍କ ରିପୋର୍ଟ୍ 

 

Related posts

ସି ପି ଆଇ ଏମ୍ ର ପୂର୍ବତନ ସାଧାରଣ ସମ୍ପାଦକ କମ୍ରେଡ ସୀତାରାମ ଯେଚୁରୀ ଙ୍କ ଶ୍ରଦ୍ଧାଞ୍ଜଳି ସଭା

Sunil Chandra Nayak

ପୁରୀ ଅନ୍ନପୂର୍ଣ୍ଣା ଥିଏଟର ମଞ୍ଚରେ ସମ୍ବର୍ଦ୍ଧିତ ହେଲେ ଜଗତସିଂହପୁର ର ସାମ୍ବାଦିକ

Sunil Chandra Nayak

ପି.ଏ.ପି ସମ୍ବିଳନୀ ଅନୁଷ୍ଠିତ 

masiha

Leave a Comment

error: Content is protected !!