ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଆଦି କର୍ମଯୋଗୀ ଅଭିଯାନ 

ଆଦି କର୍ମଯୋଗୀ ଅଭିଯାନ 

ରାଉରକେଲା: ଆଜି ଜିଲ୍ଲାପାଳ ‘ଆଦି କର୍ମଯୋଗୀ ଅଭିଯାନ’ ଅନ୍ତର୍ଗତ ସୁନ୍ଦରଗଡ଼ ଜିଲ୍ଲାର ସାଲେପାଲି ପଞ୍ଚାୟତର ଡୁଡୁକି ଗାଁ ଓ ଟାଙ୍ଗରପାଲି ବ୍ଲକର ମହୁଲପାଲି ପଞ୍ଚାୟତର ବନ୍ଧପାଲି ଗାଁ ପରିଦର୍ଶନ କରିଥିଲେ ।ହିତାଧିକାରୀଙ୍କ ସହିତ ଆଲୋଚନା କରିବା ସହିତ ସରକାରଙ୍କ ବିଭିନ୍ନ ଯୋଜନା, ଅଗ୍ରଗତି ଏବଂ ଆଦି ସେବା କେନ୍ଦ୍ରଗୁଡ଼ିକର କାର୍ଯ୍ୟକାରିତା ନେଇ ସମୀକ୍ଷା କରିଥିଲେ। ଗ୍ରାମବାସୀ ଏବଂ ଆଦିବାସୀ ସମ୍ପ୍ରଦାୟ ପ୍ରତିନିଧିମାନଙ୍କ ସହିତ ଆଲୋଚନା କରିଥିଲେ, ସେମାନଙ୍କ ଅଂଶଗ୍ରହଣକୁ ଉତ୍ସାହିତ କରିବା ସହିତ ତୃଣମୂଳ ସ୍ତରର ଯୋଜନାର ଭୂମିକା ଉପରେ ଗୁରୁତ୍ୱାରୋପ କରିଥିଲେ। ପରେ ଜିଲ୍ଲାପାଳ ଆଦି ସେବା କେନ୍ଦ୍ର ମଧ୍ୟ ପରିଦର୍ଶନ କରିଥିଲେ ଏବଂ ସମ୍ପ୍ରଦାୟ ସ୍ତରରେ ଯୋଜନାଗୁଡ଼ିକର ଦୃଢ଼ ସମନ୍ୱୟର ଆବଶ୍ୟକତା ଉପରେ ଆଲୋକପାତ କରିଥିଲେ। 

ରାଉରକେଲା ରୁ କୁଞ୍ଜ ବିହାରି ରାଉତ ଙ୍କ ରିପୋର୍ଟ୍ 

Related posts

ପତାଞ୍ଜଳି ଯୋଗ ସମିତିର ସ୍ୱାସ୍ଥ ସଚେତନତା ଶିବିର

Sunil Chandra Nayak

ଅଞ୍ଚଳବାସୀଙ୍କ ଦାବି ପୂରଣ ହେଲା , ଆସନ୍ତା ୪ ତାରିଖରୁ ଲାଞ୍ଜିଗଡ଼ରୋଡ଼ରେ ରହିବ ଭୁବନେଶ୍ବର-ଜୁନାଗଡ଼ରୋଡ଼ ଏକ୍ସପ୍ରେସ୍ ଟ୍ରେନ୍

Sunil Chandra Nayak

ବେଦାନ୍ତ ଲିମିଟେଡ ପକ୍ଷରୁ ଦ୍ଵିତୀୟ ପର୍ଯ୍ୟାୟ ମୋତିଆବିନ୍ଦୁ ଚିକିତ୍ସା ଶିବିର 

masiha

Leave a Comment

error: Content is protected !!