ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ପଣ୍ଡିତ ଦୀନ ଦୟାଲ ଉପାଧ୍ୟାୟଙ୍କ ଜୟନ୍ତୀ ପାଳିତ

ପଣ୍ଡିତ ଦୀନ ଦୟାଲ ଉପାଧ୍ୟାୟଙ୍କ ଜୟନ୍ତୀ ପାଳିତ 

କଟକ : କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଖଣ୍ଡେଇତା ପଞ୍ଚାୟତର ଅରଡ଼ ଗ୍ରାମରେ ମହାନ୍ ରାଷ୍ଟ୍ରବାଦୀ ଜନ ନାୟକ ତଥା ଭାରତୀୟ ଜନସଂଘର ପ୍ରତିଷ୍ଠାତା ପଣ୍ଡିତ ଦୀନ ଦୟାଲ ଉପାଧ୍ୟାୟଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ଉପଲକ୍ଷେ ସେବା ପକ୍ଷ ଅବସରରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ କଟକ ଜିଲ୍ଲାର ଯୁବ ନେତା ଅଭିରାମ ଲେଙ୍କା,ଉରାଳି ମଣ୍ଡଳ ଯୁବ ମୋର୍ଚ୍ଚା ସଭାପତି ଅଭିଳାଷ ବେହେରା,ବୁଥ ସଭାପତି ଦୁର୍ଯ୍ୟଧନ ସହୁ,ନିରଞ୍ଜନ ରାଉତରାୟ,ପ୍ରେମ ଜ୍ୟୋତି ଲେଙ୍କା, ରଶ୍ମି ରଞ୍ଜନ ମଲ୍ଲିକ,ବାବୁ,ଅମରଜିତ୍ ସହୁ ସମେତ ଅନ୍ୟାନ୍ୟ ଯୁବକ ବନ୍ଧୁ ବର୍ଗ ଉପସ୍ଥିତ ଥିଲେ । 

ଶ୍ରୀକାନ୍ତ ବେଉରା ଙ୍କ ରିପୋର୍ଟ୍ 

Related posts

ଏକତ୍ର’ଆୟୋଜିତ ଏକକ ଅଭିନୟ ଉତ୍ସବ ଉଦ୍‌ଯାପିତ

Sunil Chandra Nayak

ସମୀକ୍ଷା ସମନ୍ବିତା ଶତପଥୀଙ୍କୁ ସମ୍ବର୍ଦ୍ଧିତ କଲା ” ମୋ ଅନୁଷ୍ଠାନ ସାହିତ୍ୟ ସଂସଦ “

masiha

ଅଟୋ ଓ ବାଇକ୍ ମୁହାଁମୁହିଁ ଧକ୍କା ,  ଘଟଣା ସ୍ଥଳରେ ଯୁବତୀ ମୃତ୍ୟୁ ଓ ଦୁଇ ଜଣ ଗୁରୁତର, ଘଟଣା ସ୍ଥଳରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଓ ପୂର୍ବତନ ବିଧାୟକ କୈଳାଶ କୁଲେସିକା ଜଣେ ଗୁରୁତର ଙ୍କୁ ନିଜ ଆମ୍ବୁଲାନ୍ସ ଆଣି  କୋରାପୁଟ ଜିଲ୍ଲା ମୁଖ୍ୟ ସ୍ବାସ୍ଥ୍ୟ କେନ୍ଦ୍ର ପଠାଇଲେ     

Sunil Chandra Nayak

Leave a Comment

error: Content is protected !!