ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
Uncategorized

ଭାଲୁ ଆକ୍ରମଣରେ ଜଣେ କେନ୍ଦୁପତ୍ର ତୋଳାଳୀ ଗୁରୁତର ଆହତ     

  ନୂଆପଡ଼।: ନୂଆପଡ଼ା ଜିଲ୍ଲା କୋଦୋପାଲି ଗାଁରେ ଭାଲୁ ଆକ୍ରମଣରେ ଜଣେ କେନ୍ଦୁପତ୍ର ଶ୍ରମିକ ଗୁରୁତର । ଗାଁ ନିକଟସ୍ଥ ଜଙ୍ଗଲକୁ କେନ୍ଦୁପତ୍ର ତୋଳିବାକୁ ଯାଇଥିବା ବେଳେ ଭାଲୁ ଆକ୍ରମଣର ଶିକାର ହୋଇଥିଲେ । ଆହତ କେନ୍ଦୁପତ୍ର ତୋଳାଳୀଙ୍କ ନାଁ ଯୁଗଳ ବରିହା । ତାଙ୍କୁ ଚିକିତ୍ସା ପାଇଁ ନୂଆପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ନୂଆପଡା ରୁ ସୁଜିତ କୁମାର ପ୍ରଧାନ ଙ୍କ ରିପୋର୍ଟ

Related posts

ମମତା ସାହୁ ଙ୍କ କବିତା ପହିଲି ରଜ

Sunil Chandra Nayak

ଆରମ୍ଭ ହେଲା ଥୁଆମୂଳ ରାମପୁର ବ୍ଳକ ସଦରମହକୁମା ଓ ବିଭିନ୍ନ ସ୍ଥାନରେ ମାଁ ଠାକୁରାଣୀଙ୍କ ଘଣ୍ଟ ଯାତ୍ରା

Sunil Chandra Nayak

ରାସ୍ତା ଯୋଗୁଁ ଅଟକିଲା ଆମ୍ବୁଲାନ୍ସ, ଗାଡ଼ିରେ ପ୍ରସବ ହେଲେ ମହିଳା

Sunil Chandra Nayak

Leave a Comment

error: Content is protected !!