ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ନୂଆପଡା ଉପନିର୍ବାଚନ ପାଇଁ ଅବକାରୀ ବିଭାଗ ତରଫରୁ ତଲାସୀ ଜୋର୍ ହେଲା l ୪୫ ଲକ୍ଷ ଟଙ୍କା ମୂଲ୍ୟର ଅବକାରୀ ସାମଗ୍ରୀ ଓ ୩ଟି ବାଇକ୍ ଜବତ 

ନୂଆପଡା ଉପନିର୍ବାଚନ ପାଇଁ ଅବକାରୀ ବିଭାଗ ତରଫରୁ ତଲାସୀ ଜୋର୍ ହେଲା l ୪୫ ଲକ୍ଷ ଟଙ୍କା ମୂଲ୍ୟର ଅବକାରୀ ସାମଗ୍ରୀ ଓ ୩ଟି ବାଇକ୍ ଜବତ 

ନୂଆପଡା, ନୂଆପଡା ଉପନିର୍ବାଚନ ପାଇଁ ଅବକାରୀ ବିଭାଗ ତରଫରୁ ତଲାସୀ ଅଭିଯାନ ଜୋର୍ ହୋଇଛି l ଗତକାଲି ସୁଦ୍ଧା ବିଭାଗୀୟ ଅଧିକାରୀ ଯାଞ୍ଚ କରି ୬୩ ଲିଟର ବିଅର୍, ୩୨.୫ଲିଟର ବିଦେଶୀମଦ, ୩୧୦୬ଲିଟର ହାତ ରନ୍ଧା ମଦ,୫୪୫ଲିଟର ବାହାର ଭାଟି ମଦ ,୪ କେଜି ଗଞ୍ଜେଇ ଏବଂ ୭୦,୩୫୦ କେଜି ମହୁଲ ପୋଚ ଜବତ କରିଛନ୍ତି l ଏସବୁର ଆନୁମାନିକ ମୂଲ୍ୟ ୪୫ ଲକ୍ଷ ୨୪ ହଜାର ଟଙ୍କା ହେବ l ଏହା ସହିତ ତିନୋଟି ବାଇକ୍ ମଧ୍ୟ ଅବକାରୀ ବିଭାଗ ଜବତ କରିଛନ୍ତି l ଆଗାମୀ ଦିନରେ ଯାଞ୍ଚ ପ୍ରକ୍ରିୟା କୁ ଆହୁରି ସଂଗଠିତ କରି ସବୁ ବେଆଇନ୍ ଅବକାରୀ ସାମଗ୍ରୀ ଚାଲାଣ ଓ କାର୍ଯ୍ୟକଳାପ ସମ୍ପୂର୍ଣ ବନ୍ଦ କରିବା ପାଇଁ ଜିଲ୍ଲାପାଳ ନିୟୋଜିତ ସମସ୍ତ ଟିମ୍ ଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ନୂଆପଡା ରୁ ସୁଜିତ କୁମାର ପ୍ରଧାନ ଙ୍କ ରିପୋର୍ଟ

Related posts

ପାରମ୍ପରିକ ଆଞ୍ଚଳିକ ବୈଦ୍ୟସଂଘର ମାସିକ ବୈଠକ

Sunil Chandra Nayak

ଇନ୍ଦ୍ରାବତୀ ଡ୍ୟାମ ସର୍କଲ , ଅମଲା ଠୁଁ ଅଧିକାରୀ କାର୍ଯ୍ୟାଳୟ ରେ ଉପସ୍ଥିତି ହେଉଛି ଇଚ୍ଛାଧୀନ

masiha

ଅବ୍ୟବସ୍ଥା ଘେରରେ ଜୁନାଗଡ଼ ତହସିଲ , ଗୋଟିଏ କିରାଣୀରେ ଅନେକ ଦାୟିତ୍ୱ

masiha

Leave a Comment

error: Content is protected !!