ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ରାଫେଲରେ ଉଡିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ରାଫେଲରେ ଉଡିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ.

ନୂଆଦିଲ୍ଲୀ: ପ୍ରଥମ ରାଷ୍ଟ୍ରପତି ଭାବେ ଆଜି ରାଫେଲରୁ ଉଡାଣ ଭରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁମୁଁ । ଅପରେସନ ସିନ୍ଦୂରରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥିବା ରାଫେଲରେ ଉଡିଛନ୍ତି ରାଷ୍ଟ୍ରପତି । ହରିୟାଣାର ଅମ୍ବାଲା ଏୟାରବେସରୁ ରାଫେଲ ଯୁଦ୍ଧବିମାନରେ ଉଡାଣ ଭରିଛନ୍ତି ରାଷ୍ଟ୍ରପତି । ଏହି ସମୟରେ ଉପସ୍ଥିତ ରହିଥିଲେ ସଶସ୍ତ୍ର ବାହିନୀର ସର୍ବୋଚ୍ଚ କମାଣ୍ଡର ।ରାଷ୍ଟ୍ରପତି ଯେଉଁ ରାଫେଲରେ ଉଡାଣ ଭରିଛନ୍ତି ତାହା ଅପରେସନ ସିନ୍ଦୂର ସମୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥିଲା । ୧୭ତମ ରାଫେଲ ସ୍କ୍ୱାଡ୍ରନ୍‌ ପାକିସ୍ତାନୀ ଆତଙ୍କବାଦୀ ଶିବରକୁ ସମ୍ପୂର୍ଣ୍ଣ ଧ୍ୱଂସ କରିଥିଲା । ପୂର୍ବରୁ ୨୦୨୩ରେ ସୁଖୋଇ ଫାଇଟର ଜେଟରେ ଉଡାଣ ଭରିଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।

Related posts

ବିଦ୍ୟାଳୟ ପରିସରରେ ପାଳନ ହେଲା ସାମ୍ବତ୍ସରିକ ପୁରସ୍କାର ବିତରଣ ଉତ୍ସବ

Sunil Chandra Nayak

ରାଜ ଚାଉଁରିଆ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ନବାଗତଙ୍କୁ ସ୍ୱାଗତ ଓ ସ୍ୱଚ୍ଛ ଭାରତ କାର୍ଯ୍ୟକ୍ରମ

Sunil Chandra Nayak

ସମକାଳୀନ ସାଧାରଣ ନିର୍ବାଚନ,୨୦୨୪ ରାୟଗଡ ଜିଲ୍ଲାରେ   ନିର୍ବାଚନ ପ୍ରସ୍ତୁତି 

masiha

Leave a Comment

error: Content is protected !!