ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ସାମାଜିକ ଗଣମାଧ୍ୟମରେ ଅଶାଳୀନ ମନ୍ତବ୍ୟ  ଥାନାର ଦ୍ୱାରସ୍ତ ହେଲା କ୍ଷତ୍ରୀୟ ପାଇକ ସମାଜ

ସାମାଜିକ ଗଣମାଧ୍ୟମରେ ଅଶାଳୀନ ମନ୍ତବ୍ୟ 

ଥାନାର ଦ୍ୱାରସ୍ତ ହେଲା କ୍ଷତ୍ରୀୟ ପାଇକ ସମାଜ 

ଲାଞ୍ଜିଗଡ଼, ୦୨/୧୧(ମନିସ)-ସାମାଜିକ ଗଣମାଧ୍ୟମରେ କ୍ଷତ୍ରୀୟ ପାଇକ ସମାଜ ବିରୋଧରେ ଅଶାଳୀନ ମନ୍ତବ୍ୟ ଦେବା ଘଟଣାକୁ ନେଇ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି କଳାହାଣ୍ଡି କ୍ଷତ୍ରୀୟ ପାଇକ ସମାଜ। ଏହି ଘଟଣାରେ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଥାନାର ଦ୍ୱାରସ୍ତ ହୋଇଛନ୍ତି କଳାହାଣ୍ଡି କ୍ଷତ୍ରୀୟ ପାଇକ ସମାଜର କର୍ମକର୍ତ୍ତା। ଅଭିଯୋଗ ପରେ ସ୍ଥାନୀୟ ଅଞ୍ଚଳର ଚାରିଜଣ ଯୁବକଙ୍କୁ ଥାନାରେ ଅଟକ ରଖି ପଚରାଉଚୁରା କରିଛି ଲାଞ୍ଜିଗଡ଼ ପୁଲିସ। ପରେ ସେମାନଙ୍କୁ ଚେତାବନୀ ଦେଇ ଛାଡ଼ି ଦେଇଥିବା ନେଇ ସୂଚନା ଦେଇଛନ୍ତି କେସିଙ୍ଗା ଉପଖଣ୍ଡ ପୁଲିସ ଅଧିକାରୀ ସମ୍ବିତ କୁମାର ମାଝୀ। 

ସୁଶୀଲ କୁମାର ବାଗ ଙ୍କ ରିପୋର୍ଟ୍ 

Related posts

ନବରଙ୍ଗପୁର ମହାବିଦ୍ୟାଳୟ ଠାରେ ୭ ଦିନ ବ୍ୟାପୀ ଜାତୀୟ ସେବା ଯୋଜନା ର ସ୍ଵତନ୍ତ୍ର ଶୀତକାଳୀନ ଶିବିର ଅନୁଷ୍ଠିତ

Sunil Chandra Nayak

ଦୁଇ ବର୍ଷ ପୂର୍ତ୍ତି ଅବସରରେ “ବିକାଶ ଧାରା ଓଡ଼ିଶା ସାରା” କାର୍ଯ୍ୟକ୍ରମ ଆୟୋଜିତ : ୭୨ ଜଣଙ୍କୁ ସମ୍ମାନିତ 

Sunil Chandra Nayak

ବେଲଘରରେ ଦୁଇ ଦିନିଆ ଡିମ୍ବୁଲି ମହୋତ୍ସବ ଉଦଯାପିତ: ପାଞ୍ଚ ଜିଲ୍ଲାରୁ ୨୦ ହଜାର ରୁ ଉର୍ଦ୍ଧ କନ୍ଧ ଆଦିବାସୀଙ୍କ ସମାଗମ 

masiha

Leave a Comment

error: Content is protected !!