ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ରାଜନୀତି

ନୂଆପଡା ଜିଲ୍ଲା କୁ ମାରାଥନ ନିର୍ବାଚନ ପ୍ରଚାରରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଙ୍କ ଗସ୍ତ ସୁନାବେଡ଼ା ଅଭୟାରଣ୍ୟ ରେ ଆଦିବାସୀ ଙ୍କ ସମାବେଶ, ନୂଆପଡ଼ା ରେ ରାତ୍ରିଯାପନ 

ନୂଆପଡା ଜିଲ୍ଲା କୁ ମାରାଥନ ନିର୍ବାଚନ ପ୍ରଚାରରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଙ୍କ ଗସ୍ତ ସୁନାବେଡ଼ା ଅଭୟାରଣ୍ୟ ରେ ଆଦିବାସୀ ଙ୍କ ସମାବେଶ, ନୂଆପଡ଼ା ରେ ରାତ୍ରିଯାପନ 

ନୂଆପଡା, ନୂଆପଡା ଜିଲ୍ଲା କୁ ମାରାଥନ ନିର୍ବାଚନ ପ୍ରଚାରରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଙ୍କ ଗସ୍ତ ସୁନାବେଡ଼ା ଅଭୟାରଣ୍ୟ ରେ ଆଦିବାସୀ ଙ୍କ ସମାବେଶ, ନୂଆପଡ଼ା ରେ ରାତ୍ରିଯାପନ କରିବା କାର୍ଯ୍ୟକ୍ରମ ରହିଅଛି। ଆଜି ଦିନ ୧୨ ଘଣ୍ଟା ୨୦ ମିନିଟ ରେ ଅବତରଣ କରିବା ସହ ସେଠାରେ ନିର୍ବାଚନୀ ସଭାରେ ଯୋଗ ଦେବା କାର୍ଯ୍ୟକ୍ରମ ରହିଅଛି। ପରେ ସେ ସ୍ବତନ୍ତ୍ର ହେଲିକେପ୍ଟରେ ଗୌତମା ଏୟର ଷ୍ଟ୍ରିପ ରେ ଅବତରଣ କରି ନୂଆପଡ଼ା ରେ ରାତ୍ରି ଜାପନ କରିବେ।

ନୂଆପଡା ରୁ ସୁଜିତ କୁମାର ପ୍ରଧାନ ଙ୍କ ରିପୋର୍ଟ

Related posts

ରାଜନଗର ନିର୍ବାଚନ ମଣ୍ଡଳୀର‌ ବିଜେପି ଓ କଂଗ୍ରେସର ଗଣିତ ଅଛିଣ୍ଡା, ବିଜେଡ଼ି ପ୍ରତି ସମର୍ଥନ ବୃଦ୍ଧି ପାଉଛି

masiha

ବାଲିଅନ୍ତାରେ ସୌମ୍ୟ ସ୍ୱାଇଁ ହତ୍ୟା ମାମଲା ପୋଲିସ ସମ୍ମୁଖରେ ପିଟି ପିଟି ହତ୍ୟା କରାଯିବା ବିପର୍ଯ୍ୟସ୍ତ ଆଇନଶୃଙ୍ଖଳାର ନଗ୍ନ ନମୁନା: ବିଜେଡି

Sunil Chandra Nayak

ପ୍ରଦେଶ କଂଗ୍ରେସ କମିଟି ସମ୍ପାଦିକା ଭାବେ ମନୋନୀତ ହେଲେ ପି.ନାଗାରତ୍ନମ

masiha

Leave a Comment

error: Content is protected !!