ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ସର୍ବୋତ୍ତମ ପ୍ରତିଭା ସମ୍ମାନ ପାଇଲେ ସୁରେଶ ଚୋୖଧୁରୀ

ସର୍ବୋତ୍ତମ ପ୍ରତିଭା ସମ୍ମାନ ପାଇଲେ ସୁରେଶ ଚୋୖଧୁରୀ

କର୍ଲାମୁଣ୍ଡା, (ସୁଶାନ୍ତ ରଣା): ଜଗତସିଂହପୁର ସ୍ଥିତ ସଂସ୍କୃତି ଭବନ ଠାରେ ଅନୁଷ୍ଠିତ ଉତ୍କଳ କେଶରୀ ହରେକୃଷ୍ଣ ମହତାବଙ୍କ ୧୨୫ ତମ ଜନ୍ମତିଥି ପାଳନ ଅବସରରେ କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ଜୋନ୍ ‘ଖ’ ର ଜିଲ୍ଲା ପରିଷଦ ସଦସ୍ୟ ତଥା କଳାହାଣ୍ଡି ଦିବ୍ୟାଙ୍ଗ ମଞ୍ଚ ର ସଭାପତି ଶ୍ରୀଯୁକ୍ତ ସୁରେଶ ଚୋୖଧୁରୀ ଙ୍କୁ ସର୍ବୋତ୍ତମ ପ୍ରତିଭା ସମ୍ମାନ ରେ ସମ୍ମାନିତ କରାଯାଇଛି I ସ୍ବେଚ୍ଛାସେବୀ ଅନୁଷ୍ଠାନ ସର୍ବୋତ୍ତମ ସୋସିଆଲ ଅର୍ଗାନାଇଜେସନ ଏବଂ କେନ୍ଦ୍ର ସଂସ୍କୃତି ବିଭାଗ ସହଯୋଗର ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପୂର୍ବତନ ଭୁବନେଶ୍ଵର ସାଂସଦ ଡକ୍ଟର ପ୍ରଶନ୍ନ ପାଠସାଣୀ ଉପସ୍ଥିତ ରହି ଶ୍ରୀ ଚୋୖଧୁରୀ ଙ୍କୁ ମାନପତ୍ର ଏବଂ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରିଥିଲେ I ଶ୍ରୀ ଚୋୖଧୁରୀଙ୍କ ସମ୍ବର୍ଦ୍ଧିତ ହେବା ଜାଣି ବିଭିନ୍ନ ମହଲରୁ ଶୁଭେଚ୍ଛା ର ସୁଅ ଛୁଟୁଛି I

Related posts

ରାଇରଙ୍ଗପୁର ଡଃ ହରେକୃଷ୍ଣ ମହତାବ ଭବନ ପରିସରରେ ସୁସ୍ଥ ନାରୀ ସଶକ୍ତ ପରିବାର ଅଭିଯାନ ଏବଂ ବିଶାଳ ସ୍ଵାସ୍ଥ୍ୟ ଶିବିର 

Sunil Chandra Nayak

ଜୟପାଟଣା ରେ ବିଶ୍ଵ ଓଡିଆ ଭାଷା ସମ୍ମିଳନୀ ଅନୁଷ୍ଠିତ

masiha

ଶିକ୍ଷା ଦେବା ନାମରେ ଆସି ଧର୍ମାନ୍ତରୀକରଣ କରୁଥିବା ଅଭିଯୋଗ

masiha

Leave a Comment

error: Content is protected !!