ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ପିରବତୀ ମହିଳା କଲେଜରେ ଶିଶୁ ଦିବସ ପାଳିତ

ପିରବତୀ ମହିଳା କଲେଜରେ ଶିଶୁ ଦିବସ ପାଳିତ

କର୍ଲାମୁଣ୍ଡା, (ସୁଶାନ୍ତ ରଣା): କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ତେରେସିଂହା ସ୍ଥିତ ପିରବତୀ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ଶିଶୁ ଦିବସ ଆଜି ପାଳିତ ହୋଇ ଯାଇଛି I କଲେଜ ପ୍ରତିଷ୍ଠାତା ମୁରଲୀଧର ରଣା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଚାଚା ନେହେରୁ ଙ୍କ ଆଦର୍ଶ ଉପରେ ଆଲୋକପାତ କରିଥିଲେ I ଏଥିରେ ଅଧ୍ୟକ୍ଷ ଯଶୋବନ୍ତ ରଣା ମଞ୍ଚ ପରିଚାଳନା କରିଥିବା ବେଳେ ଅଧ୍ୟାପିକା ଇପ୍ସିତା ରଣା, ପିଙ୍କି ଜାନି, ଗ୍ରନ୍ଥାକାର ଦେବବ୍ରତ ରଣା, ସୁମନ୍ତ ରଣା, ହରେକୃଷ୍ଣ ସାହୁ ପ୍ରମୁଖ ସହଯୋଗ କରିଥିଲେ I ଏହି ଅବସରରେ କଲେଜ ପରିସରରେ ସଫେଇ କାର୍ଯ୍ୟ କରାଯାଇଥିଲା I

କର୍ଲାମୁଣ୍ଡାରୁ ସୁଶାନ୍ତ ରଣାଙ୍କ ରିପୋର୍ଟ, ମସୀହା

Related posts

ପାଣି ସମସ୍ୟା ଓ ନୂତନ ଭାବେ ନିର୍ମିତ ହେଉଥିବା ପ୍ରକଳ୍ପ କୁ ଅନ୍ୟତ୍ର ସ୍ଥାନତର କୁ ବିରୋଧ କରିଛନ୍ତି ଶତାଧିକ ମହିଳା

Sunil Chandra Nayak

ଵିଧାୟକ ଦୁର୍ଗାଚରଣ ତନ୍ତୀଙ୍କ ନିର୍ଦ୍ଦେଶକ୍ରମେ କ୍ଷତିଗ୍ରସ୍ତଙ୍କୁ ରନ୍ଧା ଖାଦ୍ୟ ଓ ତ୍ରିପାଲ ପ୍ରଦାନ

Sunil Chandra Nayak

ବିଦ୍ୟାର୍ଥୀ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ କଠିନ ପରିଶ୍ରମ ହିଁ ସଫଳତାର ଚାବିକାଠି

Leave a Comment

error: Content is protected !!