ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଅଳପ ଗଳ୍ପ

ଧର୍ମଗଡ ଏନଏସି ରେ ଆବାସ ଯୋଜନା କାର୍ଯ୍ୟାଦେଶ ବଣ୍ଟନ 

ଧର୍ମଗଡ ଏନଏସି ରେ ଆବାସ ଯୋଜନା କାର୍ଯ୍ୟାଦେଶ ବଣ୍ଟନ 

ଧର୍ମଗଡ:ଧର୍ମଗଡ ବିଜ୍ଞାପିତ ଅଞ୍ଚଳ ପରିଷଦ କାର୍ଯ୍ୟାଳୟ ପରିସର ରେ ଆଜି ପ୍ରଧାନମନ୍ତ୍ରୀ ଆବାସ ଯୋଜନା ରେ କାର୍ଯ୍ୟାଦେଶ ବଣ୍ଟନ କରାଯାଇଛି । ଏନଏସି ଅଧ୍ୟକ୍ଷ ଅଶୋକ ମହାନ୍ତି ଙ୍କ ଅଧ୍ୟକ୍ଷତା ରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଧର୍ମଗଡ ବିଧାୟକ ସୁଧିର ରଞ୍ଜନ ପଟ୍ଟଯୋଶୀ ମୂଖ୍ୟ ଅତିଥି ଭାବେ ଯୋଗ ଦେଈ ହିତାଧୀକାରୀ ଙ୍କୁ କାର୍ଯ୍ୟାଦେଶ ବଣ୍ଟନ କରିଥିଲେ । ମୋଟ ୨୭ ଜଣ ହିତାଧୀକାରୀ ଙ୍କୁ କାର୍ଯ୍ୟାଦେଶ ବଣ୍ଟନ କରା ଯାଇଥିଲା । କାର୍ଯ୍ୟକ୍ରମ ରେ ଏନଏସି ନିର୍ବାହୀ ଅଧିକାରୀ ବିଶମ୍ବର ମିଶ୍ର, ଉପାଧ୍ୟକ୍ଷା ମନିଷା ମିଶ୍ର ଉପସ୍ଥିତ ଥିଲେ । ସୂଚନା ଯୋଗ୍ୟ ଯେ ଧର୍ମଗଡ ଏନଏସି ରେ ଏଥି ପୂର୍ବରୁ ୧୫୩୭ ଜଣ ଙ୍କୁ ଆବାସ ଯୋଜନା ରେ ଘର ଯୋଗାଇ ଦିଆଯାଇ ସାରିଛି। 

ବିଦ୍ୟାଧର ସାହୁଙ୍କ ରିପୋର୍ଟ….

Related posts

ଜୁନାଗଡ଼ ରୋଡ୍ ପର୍ଯ୍ୟନ୍ତ ଇସ୍ପାତ ଏକ୍ସପ୍ରେସ୍ ସମ୍ପ୍ରସାରଣ : ପତାକା ଦେଖେଇ ଶୁଭାରମ୍ଭ କଲେ କଳାହାଣ୍ଡି ସାଂସଦ ମାଲବିକା ଦେବୀ 

Sunil Chandra Nayak

ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ କାୟା କଳ୍ପ ଟିମର ଡାବୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିଦର୍ଶନ 

Sunil Chandra Nayak

ପ୍ରେମ, ପ୍ରତାରଣା ଓ ଜଣେ ଅଧ୍ୟାପିକାଙ୍କ ଅକାଳ ମୃତ୍ୟୁ: ଏକ ଅସମାପ୍ତ କାହାଣୀ

Sunil Chandra Nayak

Leave a Comment

error: Content is protected !!