ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଜୟ କିଷାନ ଫିଲିପ୍ସ ମେମୋରିଆଲ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ୭୬ତମ ଜାତୀୟ ସମ୍ବିଧାନ ଦିବସ ସଭା ଅନୁଷ୍ଠିତ 

ଜୟ କିଷାନ ଫିଲିପ୍ସ ମେମୋରିଆଲ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ୭୬ତମ ଜାତୀୟ ସମ୍ବିଧାନ ଦିବସ ସଭା ଅନୁଷ୍ଠିତ 

ନବରଙ୍ଗପୁର:(୨୬|୧୧)(ରବି ନାରାୟଣ ମହାନ୍ତି)ନବରଙ୍ଗପୁର ଜିଲ୍ଲା କୋଷାଗୁମୁଡା ବ୍ଲକ କୋଷାଗୁମୁଡା ଠାରେ ଥିବା ଜୟ କିସାନ ଫିଲିପ୍ସ ମେମୋରିଆଲ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ୭୬ତମ ଜାତୀୟ ସମ୍ବିଧାନ ଦିବସ ମହାସମାରୋହରେ ସଭା ଅନୁଷ୍ଠିତ ହୋଇଯାଇଛି । ଉକ୍ତ ସଭାରେ ମୁଖ୍ୟ ଅତିଥି ଭାବରେ ଯୋଗଦେଇଥିଲେ କଲେଜ ପ୍ରିନ୍ସିପାଲ ଜଗନ୍ନାଥ ରାଓ, ଗାୟତ୍ରୀ ନାୟକ, ଅଜିତା ନାୟକ, ସଂଗୀତା ପ୍ରଧାନ ଓ ଛାତ୍ର ଛାତ୍ରୀ ମାନେ ଉପସ୍ଥିତ ଥିଲେ l ଉକ୍ତ ସଭାରେ ଛାତ୍ର ଛାତ୍ରୀ ମାନଙ୍କୁ ସମ୍ବିଧାନ ବିଷୟରେ ପ୍ରତିଯୋଗିତା କରଯାଇଥିଲା lଏହି ସଭାରେ ମୁଖ୍ୟ ଅତିଥି ଭାବରେ ଯୋଗଦେଇଥିଲେ କଲେଜ ପ୍ରିନ୍ସିପଲ ଜଗନ୍ନାଥ ରାଓ, ଗାୟତ୍ରୀ ନାୟକ, ଅଜିତା ନାୟକ, ସଂଗୀତା ପ୍ରଧାନ ଓ ଛାତ୍ର ଛାତ୍ରୀ ମାନେ ଉପସ୍ଥିତ ଥିଲେ ଓ ପରି ଶେଷରେ କୃତୀ ପ୍ରତିଯୋଗୀ ମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା lସେହି ବିଦ୍ୟାଳୟ ରେ ଛାତ୍ର ଛାତ୍ରୀ ମାନଙ୍କ ଦ୍ଵାରା ସଂ।କୃତିକ କାର୍ଯ୍ୟକ୍ରମ ଆରମ୍ଭ କରାଯାଇ ଉପସ୍ଥିତ ସମସ୍ତଙ୍କୁ ଆନନ୍ଦିତ କରାଇଥିଲେ l

ନବରଙ୍ଗପୁର ଜିଲ୍ଲାରୁ ରବି ନାରାୟଣ ମହାନ୍ତିଙ୍କ ରିପୋର୍ଟ ମସିହା ନିଉଜ୍ 

Related posts

ମଢେଇକଚା ଲକ୍ଷ୍ମୀ ବସଷ୍ଟାଣ୍ଡ ଅଧାପନ୍ତରିଆ

ମୁଖ୍ୟମନ୍ତ୍ରୀ ଙ୍କୁ ଭେଟି ଜଣାଇଲେ ବ୍ଲକର ଅନେକ ସମସ୍ୟା  ସାଧାରଣ ଜନତା 

masiha

ବନଖଣ୍ଡ ସ୍ତରୀୟ ଜଙ୍ଗଲ ନିଆ ନିବାରଣ ସଚେତନତା ଓ ଦକ୍ଷତା ବୃଦ୍ଧି ପ୍ରଶିକ୍ଷଣ କର୍ମଶାଳା ଅନୁଷ୍ଠିତ 

masiha

Leave a Comment

error: Content is protected !!