ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଆନ୍ତର୍ଜାତୀୟ ବାଲୁକା କଳା ମହୋତ୍ସବରେ ଭାଗ ନେବେ ଶିଳ୍ପୀ ଓମ ପ୍ରକାଶ ସାହୁ

ଆନ୍ତର୍ଜାତୀୟ ବାଲୁକା କଳା ମହୋତ୍ସବରେ ଭାଗ ନେବେ ଶିଳ୍ପୀ ଓମ ପ୍ରକାଶ ସାହୁ

କର୍ଲାମୁଣ୍ଡା, (ସୁଶାନ୍ତ ରଣା): ଆସନ୍ତା ୧ ରୁ ୫ ଡ଼ିସେମ୍ବର ପର୍ଯ୍ୟନ୍ତ କୋଣାର୍କର ଚନ୍ଦ୍ରଭାଗା ବେଳା ଭୂମିରେ ହେବାକୁ ଥିବା ଆନ୍ତର୍ଜାତୀୟ ବାଲୁକା କଳା ମହୋତ୍ସବ ରେ ଭାଗନେବା ପାଇଁ ନିମନ୍ତ୍ରିତ ହୋଇଛନ୍ତି କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଡ଼ଙ୍ଗରମୁଣ୍ଡl ର ଆନ୍ତର୍ଜାତୀୟ ବାଲୁକା ଶିଳ୍ପୀ ଓମ ପ୍ରକାଶ ସାହୁ । ଶ୍ରୀ ସାହୁ ସେଠାରେ ଆଦିବାସୀ ସଂସ୍କୃତି ତଥା ପଶ୍ଚିମ ଓଡ଼ିଶାର ଐତିହ୍ୟ ଉପରେ ଆଧାରିତ କଳା ପ୍ରଦର୍ଶନ କରିବେ ବୋଲି ସୂଚନା ଦେଇଛନ୍ତି ।

କର୍ଲାମୁଣ୍ଡାରୁ ସୁଶାନ୍ତ ରଣାଙ୍କ ରିପୋର୍ଟ, ମସୀହା

Related posts

୭୭ତମ ବନ ମହୋତ୍ସବ ଅବସରରେ ବୃହତ୍ ବୃକ୍ଷରୋପଣ କାର୍ଯ୍ୟକ୍ରମ ଆୟୋଜିତ

ବେହେରା ଡ଼୍ୟାମକୁ ମାଛ ଧରିବାକୁ ଯାଇ ମତ୍ସ୍ୟଜୀବୀଙ୍କ ମୃତ୍ୟୁ। ୨୫ ଫୁଟ ପାଣି ଭିତରୁ ମୃତ ଦେହ ଉଦ୍ଧାର କଲେ ଅଗ୍ନିଶମ ବିଭାଗ କର୍ମଚାରୀ …

ଧର୍ମଗଡ଼ ବସ୍ତିପଡା ରାଧା କଷ୍ଣ ସାଂସ୍କୃତିକ ପରିଷଦର ନୂତନ ଭବନ ବିଧାୟକଙ୍କ ଦ୍ୱାରା ଉଦଘାଟିତ

Sunil Chandra Nayak

Leave a Comment

error: Content is protected !!