ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ବିଶ୍ଵ ସ୍ଵାସ୍ଥ୍ୟ ଦିବସରେ ସ୍ଵାସ୍ଥ୍ୟ ସମ୍ବନ୍ଧୀୟ ସଚେତନତା

ବିଶ୍ଵ ସ୍ଵାସ୍ଥ୍ୟ ଦିବସରେ ସ୍ଵାସ୍ଥ୍ୟ ସମ୍ବନ୍ଧୀୟ ସଚେତନତା

କେସିଙ୍ଗା : ଏସବିଆଇ ଓ ରାମକୀ ଫାଉଣ୍ଡେସନ ପକ୍ଷରୁ ବୁଢ଼ୀପଦର ଉଚ୍ଚ ବିଦ୍ୟାଳୟ ପରିସରରେ ବିଶ୍ଵ ସ୍ଵାସ୍ଥ୍ୟ ଦିବସ ଉପଲକ୍ଷେ ଛାତ୍ରଛାତ୍ରୀ ମାନଙ୍କୁ ସ୍ୱାସ୍ଥ୍ୟର ଗୁଣାତ୍ମକ ଉପଲବ୍ଧି ବିଷୟରେ ବୁଝା ଯାଇଥିଲା। ବିଦ୍ୟାଳୟର ପ୍ରଧାନଶିକ୍ଷକ ଗଜିନ୍ଦ୍ର ନାଥ ପଣ୍ଡା ଙ୍କ ସଭାପତିତ୍ବ ରେ ଏକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।ଉକ୍ତ କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଯତୀନ କୁମାର ନାଗ, ଇଶିତ କୁମାର ଡାଙ୍ଗ, ରାମକୀ ଫାଉଣ୍ଡେସନ ର ଡାକ୍ତର ବିମଳ ଚରଣ ଷଡଙ୍ଗୀ, ଫାର୍ମାସିଷ୍ଟ ଜୋସ୍ନାରାଣୀ ବେହେରା,ସଂସ୍ଥାର କଳାହାଣ୍ଡି ପି ସି ଷ୍ଟାଫନର୍ସ ପଙ୍କଜିନି ରଣା,ଏଲ ଟି ନିତୁ ନାଏକ, ନିରଞ୍ଜନ ହାତୀ ଙ୍କ ସମେତ ବିଦ୍ୟାଳୟ ର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ମାନେ ଉପସ୍ଥିତ ଥିଲେ। ଏଥିରେ ବିଦ୍ୟାଳୟର ପ୍ରାୟ ୧୦୦ ଜଣ ଛାତ୍ର ଛାତ୍ରୀ ଉପସ୍ଥିତ ରହି ସ୍ଵାସ୍ଥ୍ୟ ସମ୍ବନ୍ଧୀୟ ଅନେକ ସମସ୍ୟା ଓ ତାହାର ସମାଧାନ ବିଷୟରେ ଜାଣିବାକୁ ପାଇଥିଲେ।

ବିଦ୍ୟାଧର ସାହୁଙ୍କ ରିପୋର୍ଟ…

Related posts

ମଦ ଜବତ: ୨ ଗିରଫ

Sunil Chandra Nayak

ମହାବୀର କମ୍ୟୁନିଟି ସେଣ୍ଟର ନାମରେ ଅର୍ଥ ଆତ୍ମସାତ ଅଭିଯୋଗ

Sunil Chandra Nayak

କେବଳ ଶୌଚାଳୟ ନିର୍ମାଣ କରି ୧୦ ଲକ୍ଷ ହଡପ ଖବର ପ୍ରକାଶ ସମ୍ପୁର୍ଣ୍ଣ ମିଥ୍ୟା – ଚେୟାରମେନ

Sunil Chandra Nayak

Leave a Comment

error: Content is protected !!