ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଆଳତୁମା ଉଚ୍ଚ ବିଦ୍ୟାଳଳୟରେ ପ୍ରବେଶ ଉତ୍ସବ 

ଆଳତୁମା ଉଚ୍ଚ ବିଦ୍ୟାଳଳୟରେ ପ୍ରବେଶ ଉତ୍ସବ 

କାମାକ୍ଷାନଗର,  କାମାକ୍ଷାନଗର ସହରର ଆଳତୁମା ଉଚ୍ଚ ବିଦ୍ୟାଳୟ ପକ୍ଷରୁ ଏକ ପ୍ରବେଶ ଉତ୍ସବ ଅନୁଷ୍ଠିତ ହୋଇଯାଇଛି l ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ବିଧାୟକ ଶତ୍ରୁଘ୍ନ ଜେନା ମୁଖ୍ୟଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମ କୁ ଉଦଘାଟନ କରିଥିଲେ l ଅବସରପ୍ରାପ୍ତ ଶିକ୍ଷାବିତ ବାଟକୃଷ୍ଣ ଦାସ, କାନପୁରା ପଞ୍ଚାୟତରାଜ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ଶ୍ରୀରାମ ରାଉତ, ଗ୍ରାମ୍ୟ କମିଟି ସଭାପତି ବିଭୁତି ଭୂଷଣ ମହାନ୍ତି, ଆଳୁମୁନି ସଭାପତି ବାଳକୃଷ୍ଣ ମହାନ୍ତି, ଏସଏମସି ଚେୟାରମ୍ୟାନ ସରୋଜରଞ୍ଜନ ଦାସ, ନିରଞ୍ଜନ ସାହୁ ପ୍ରମୁଖ ଉପସ୍ଥିତ ଥିଲେ l କାର୍ଯ୍ୟକ୍ରମରେ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନଶିକ୍ଷୟତ୍ରୀ ବନଳତା ସାହୁ ଅଧ୍ୟକ୍ଷତା କରିତବିବା ବେଳେ ସମସ୍ତ ଶିକ୍ଷକ,ଶିକ୍ଷୟତ୍ରୀ ଓ କର୍ମଚାରୀ ସହାୟତା ପ୍ରଦାନ କରିଥିଲେ l 

ପ୍ରହ୍ଲାଦ ମୁଦୁଲି ଙ୍କ ରିପୋର୍ଟ୍ 

Related posts

କଳିଙ୍ଗ ଷ୍ଟାଡିୟମରେ ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଯୋଗାଭ୍ୟାସ  କଲିକତାରୁ ପ୍ରଧାନମନ୍ତ୍ରୀଙ୍କ ଲାଇଭ୍ କାର୍ଯ୍ୟକ୍ରମରେ ଯୋଡ଼ିହେଲେ ମୁଖ୍ୟମନ୍ତ୍ରୀ

Sunil Chandra Nayak

ଭବାନୀପାଟଣାରେ ଉଦ୍ୟୋଗୀ ସପ୍ତାହ ଉଦଘାଟିତ 

Sunil Chandra Nayak

ପ୍ରକଳ୍ପ ସ୍ତରୀୟ ପୋଷଣ ପଖୱାଡା-୨୦୨୬ 

Sunil Chandra Nayak

Leave a Comment

error: Content is protected !!