ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ରାଜନୀତି

ବିଜୁ ଜନତା ଦଳର ପଞ୍ଚାୟତ ସ୍ତରୀୟ କାର୍ଯ୍ୟକର୍ତ୍ତା ସମ୍ମିଳନୀ

ବିଜୁ ଜନତା ଦଳର ପଞ୍ଚାୟତ ସ୍ତରୀୟ କାର୍ଯ୍ୟକର୍ତ୍ତା ସମ୍ମିଳନୀ

ଧର୍ମଗତ ବ୍ଲକ ବୋଡ଼େନ ଠାରେ ଗ୍ରାମ ପଞ୍ଚାୟତ ସ୍ତରୀୟ କାର୍ଯ୍ୟକର୍ତ୍ତା ସମ୍ମିଳନୀ ଅନୁଷ୍ଠିତ ହୋଇ ଯାଇଅଛି।ଆଗାମୀ ବିଜୁ ଜନତା ଦଳର ବ୍ଲକ ସଭାପତି ଡାକେ ଲହଜଲଙ୍କ ସଭାପତିତ୍ଵ ରେ ଉକ୍ତ ବୈଠକରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ଉପ ସଭାପତି ଥବିର ପ୍ରସାଦ ସାହୁ ଯୋଗ ଦେଇଥିଲେ। ମହିଳା ସଭାନେତ୍ରୀ ମମତା ଗୋପାଳ,ଜିଲ୍ଲା ପରିଷଦ ସଭ୍ୟ ପ୍ରଣବ କିଶୋର ଭଏଁସାଲ ବୋଡ଼େନ ପଞ୍ଚାୟତ ସଭା ପତି ସୁଶାନ୍ତ ଗୋପାଳ ମହିଳା ସଭାପତି ଖିତିସୂତା ବାଗ ନିରଞ୍ଜନ ପଟେଲ ହୃଷୀକେଶ ସାହୁ ଲକ୍ଷ୍ମଣ ଗୋପାଳ ନବ କିଶୋର ଭଏସାଲ ଓ ଅନ୍ୟାନ୍ୟ ପ୍ରମୁଖ କାର୍ଯ୍ୟକର୍ତ୍ତା ସାମିଲ ହୋଇ ଆଗାମୀ ପଞ୍ଚାୟତ ସ୍ତରୀୟ ନିର୍ବାଚନ ରଣନୀତି ଉପରେ ଆଲୋଚନା କରିଥିଲେ।

ବୈଠକରେ ଯୁବ ଓ ଛାତ୍ର କର୍ମୀମାନଙ୍କ ସଂଗଠନକୁ କିପରି ଆହୁରି ସୁସଂଗଠିତ ଓ ସକ୍ରିୟ କରାଯିବ ସେନେଇ ଆଲୋଚନା କରାଯାଇଥିଲା।ଏହାସହ ଆଗାମୀ ଦିନରେ ବିଜୁ ଜନତା ଦଳର କାର୍ଯ୍ୟଯୋଜନା ଓ ଗ୍ରାମ ସ୍ତରରେ ଦଳକୁ କିପରି ଆହୁରି ଶକ୍ତିଶାଳୀ କରିବା ପାଇଁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇ ଥିଲା। 

ବିଦ୍ୟାଧର ସାହୁଙ୍କ ରିପୋର୍ଟ…

Related posts

ବନ୍ଧୁଗାଁ ବ୍ଲକରେ ଶାନ୍ତି ଶୃଙ୍ଖଳାରେ ୮୧.୩୦ ପ୍ରତିଶତ ମତଦାନ

masiha

ତେନ୍ତୁଳିଖୁଣ୍ଟି ବ୍ଲକ କଂଗ୍ରେସ ତରଫରୁ ବ୍ଲକ ଘେରାଉ ଓ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ

masiha

ଝାରସୁଗୁଡ଼ାରେ ‍‍ବିଜେଡିର ବାଜିମାତ୍‌ , ବାପା ନବ ଦାସଙ୍କ ରେକର୍ଡ ଭାଙ୍ଗିଲେ ଝିଅ; ଜିତିଲେ ଦୀପାଳି ଦାସ

Leave a Comment

error: Content is protected !!