ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ରାଜନୀତି

ତରାପୁର ଠାରେ ବିଜୁ ଜନତା ଦଳର ପଞ୍ଚାୟତ ସ୍ତରୀୟ ସାଂଗଠନିକ କାର୍ଯ୍ୟକର୍ତ୍ତା ସମ୍ମିଳନୀ

ତରାପୁର ଠାରେ ବିଜୁ ଜନତା ଦଳର ପଞ୍ଚାୟତ ସ୍ତରୀୟ ସାଂଗଠନିକ କାର୍ଯ୍ୟକର୍ତ୍ତା ସମ୍ମିଳନୀ

ଆଜି ଧର୍ମଗତ ବ୍ଲକ ତରାପୁର ଠାରେ ଗ୍ରାମ ପଞ୍ଚାୟତ ସ୍ତରୀୟ ସାଂଗଠନିକ କାର୍ଯ୍ୟକର୍ତ୍ତା ବୈଠକ ଅନୁଷ୍ଠିତ ହୋଇ ଯାଇଅଛି।ଆଗାମୀ ବିଜୁ ଜନତା ଦଳର ବ୍ଲକ ସଭାପତି ଡାକେ ଲହଜଲଙ୍କ ସଭାପତିତ୍ଵ ରେ ଉକ୍ତ ବୈଠକରେ ତୃଣମୂଳ ସ୍ତରରେ ଦଳକୁ ଆହୁରି ମଜବୁତ୍ କରାଯିବା ସହ ଆଗାମୀ ପଞ୍ଚାୟତ ସ୍ତରୀୟ ନିର୍ବାଚନ ରଣନୀତି ଉପରେ ଆଲୋଚନା କରିଥିଲେ।

 ଜିଲ୍ଲା ଉପ ସଭାପତି ଥବିର ପ୍ରସାଦ ସାହୁ, ମହିଳା ସଭାନେତ୍ରୀ ମମତା ଗୋପାଳ, ତରାପୁର ପଞ୍ଚାୟତ ସରପଞ୍ଚ ପ୍ରତିନିଧି ସଞ୍ଜୀବ କୁମାର ସାହୁ, ସୁନୀଲ ଦୁରିଆ , ନରେନ୍ଦ୍ର ପଟେଲ, ଅଜିତ କୁମାର ସାହୁ ଓ ଅନ୍ୟାନ୍ୟ ପ୍ରମୁଖ ବିଜୁ ପ୍ରେମୀ କାର୍ଯ୍ୟକର୍ତ୍ତା ସାମିଲ ହୋଇ ଆଗାମୀ ପଞ୍ଚାୟତ ସ୍ତରୀୟ ନିର୍ବାଚନ ସମ୍ପର୍କରେ ଆଲୋଚନା କରିଥଲେ।

ବୈଠକରେ ଯୁବ ଓ ଛାତ୍ର କର୍ମୀମାନଙ୍କ ସଂଗଠନକୁ କିପରି ଆହୁରି ସୁସଂଗଠିତ ଓ ସକ୍ରିୟ କରାଯିବ ସେନେଇ ଆଲୋଚନା କରାଯାଇଥିଲା।ଏହାସହ ଆଗାମୀ ଦିନରେ ବିଜୁ ଜନତା ଦଳର କାର୍ଯ୍ୟଯୋଜନା ଓ ଗ୍ରାମ ସ୍ତରରେ ଦଳକୁ କିପରି ଆହୁରି ଶକ୍ତିଶାଳୀ କରିବା ପାଇଁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଥିଲା।

Related posts

ବିଜେଡିରେ ଯୋଗଦେଲେ କୋକସରା ବ୍ଲକ ଅଧ୍ୟକ୍ଷା, ଉପାଧ୍ୟକ୍ଷ, ଜନ ପ୍ରତିନିଧି ଓ ଶତାଧିକ ସମର୍ଥକ

masiha

ନୂଆପଡା ରେ ଡିଫାଇନ୍ କଳାହାଣ୍ଡିର ରୋଡ଼ ସୋ

masiha

ରାଇରଙ୍ଗପୁରରେ ହଜାର ହଜାର ସମର୍ଥକଙ୍କ ସହ ଆସି ଦୁଇ ବିଜେପି ପ୍ରାର୍ଥୀ ଜଲେନ ବାର୍ଦା ଏବଂ ଭାଦଵ ହାଁସଦା ଙ୍କ ନାମାଙ୍କନ ପତ୍ର ଦାଖଲ

masiha

Leave a Comment

error: Content is protected !!