ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଭାରସାମ୍ୟ ହରାଇ ଓଲଟିଲା ମାଛ ବୋଝେଇ ଅଟୋ 

ଭାରସାମ୍ୟ ହରାଇ ଓଲଟିଲା ମାଛ ବୋଝେଇ ଅଟୋ 

ବାଲିଗୁଡା, ତା, ୧୯/୦୪ : (ମନିସ). କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନା ମୁସୁକୁଲି ସ୍ଥିତ ଏକ ବୁଲାଣି ନିକଟରେ ମାଛ ବୋଝେଇ ହୋଇଥିବା ଏକ ଅଟୋ ଭାରସାମ୍ୟ ହରାଇ ଓଲଟି ପଡିବାରୁ ଦୁର୍ଘଟଣା ଘଟିଛି | ଘଟଣା ରୁ ପ୍ରକାଶ ଯେ, ବାଲିଗୁଡା ରୁ ଅଟୋ ଯୋଗେ ବାରଖମା କୁ ମାଛ ନେଇ ଯାଉଥିବା ସମୟରେ ରାଜ୍ୟ ରାଜପଥ ୪୧ନମ୍ବର ରାସ୍ତାର ମୁସୁକୁଲି ନିକଟରେ ଅଟୋ ଟି ଭାରସାମ୍ୟ ହରାଇ ଓଲଟି ଯାଇଥିଲା l ଦୁର୍ଘଟଣା ରେ ଅଟୋ ଡ୍ରାଇଭର ସାମାନ୍ୟ ଆହତ ହୋଇଥିବା ବେଳେ ମାଛ ଗୁଡିକ କ୍ଷତି ଘଟିଥିବା ଜଣାପଡିଛି l

ସଂଜୟ କୁମାର ପାଣିଗ୍ରାହୀ ଙ୍କ ରିପୋର୍ଟ୍ 

Related posts

“କମ୍ପାନୀର ମାଲ ଦରିଆ ମେଁ ଡାଲ”

masiha

ଅର୍ପିତା ମଲ୍ଲିକଙ୍କୁ ମିଳିଲା ପୁରସ୍କାର

Sunil Chandra Nayak

ବିଦ୍ୟୁତ ଆଘାତରେ ତିନି ଦଣ୍ଡୁଆ ମୃତ

Sunil Chandra Nayak

Leave a Comment

error: Content is protected !!