ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଅପରାଧ

ଜେଲ ପାଚେରୀ ଡେଇଁ ଜଣେ ବିଚାରାଧୀନ କଏଦୀ ଫେରାର

ଜେଲ ପାଚେରୀ ଡେଇଁ ଜଣେ ବିଚାରାଧୀନ କଏଦୀ ଫେରାର

ଭବାନୀପାଟଣା :କଳାହାଣ୍ଡି ଜେଲ ପାଚେରୀ ଡେଇଁ ଜଣେ ବିଚାରାଧୀନ କଏଦୀ ଫେରାର ହୋଇଯାଇଥିବା ଜଣାପଡିଛି।

ମଙ୍ଗଳବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଥିବା ସୂଚନା ମିଳିଛି। ଫେରାର ଅଭିଯୁକୁ ସଦର ଥାନା ଠେମାରା ଗାଁର ଜଗନ୍ନାଥ ଶବର।

ଜଗନ୍ନାଥ ୩ଟି ଚୋରି ମାମଲାରେ ୨ ମାସ ତଳେ ସଦର ଥାନା ପୋଲିସ ତାଙ୍କୁ ଗିରଫ କରିଥିଲା। ପରେ ପୋଲିସ ତାଙ୍କୁ କୋର୍ଟଚାଲାଣ କରିଥିଲା। ଜାମିନ ନାମଞ୍ଜୁର ହେବାରୁ ସେ ବିଚାରଧୀନ କଏଦୀ ଭାବେ ଜେଲରେ ଥିଲେ। ପୋଲିସ ଘଟଣାର ତଦନ୍ତ କରୁଛି।

ବିଦ୍ୟାଧର ସାହୁଙ୍କ ରିପୋର୍ଟ….

Related posts

ସାବିତ୍ରୀ ଅମାବାସ୍ୟା ! ଝିଅର ମୃତ୍ୟୁ ନେଇ ଥାନାରେ ଦ୍ଵାରସ୍ଥ ହେଲେ ପରିବାର ଲୋକେ 

ସମ୍ବାଦିକଙ୍କ ଉପରେ ଆକ୍ରମଣ କୁ ନେଇ ନବରଙ୍ଗପୁର ଥାନାରେ ଏତଲା

Sunil Chandra Nayak

ମଠ ଏବଂ ମନ୍ଦିରରେ ବିଳମ୍ବିତ ରାତିରେ କଳାକନା ବୁଲାଇଲେ ଦୁର୍ବୃତ୍ତ

masiha

Leave a Comment

error: Content is protected !!