ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

କ୍ୟାବିନେଟ୍ ବୈଠକ ସମ୍ପର୍କିତ ବୈଠକ 

କ୍ୟାବିନେଟ୍ ବୈଠକ ସମ୍ପର୍କିତ ବୈଠକ 

ଭୁବନେଶ୍ୱର,(ଲିପିକା ରାଣୀ ରାଉତ)ତା-୨୨/୦୪/୨୦୨୬ ଆଜି ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୩୯ ତମ ବୈଠକ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି l ବୈଠକ ପରେ ମୁଖ୍ୟ ଶାସନ ସଚିବ ଶ୍ରମତୀ ଅନୁ ଗର୍ଗ କ୍ୟାବିନେଟ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇଥିଲେ l 

      ବୈଠକରେ ୮ ଟି ବିଭାଗର ୮ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ କରାଯାଇଛି l ଶିଳ୍ପ, ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଦ୍ୟା, ଗୃହ ନିର୍ମାଣ ଓ ନଗର ଉନ୍ନୟନ, ପୂର୍ତ୍ତ(ନିର୍ମାଣ), ବାଣିଜ୍ୟ ଓ ପରିବହନ, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା, ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ଏବଂ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ଆଦି ପ୍ରତ୍ୟେକ ବିଭାଗରୁ ୧ଟି ଲେଖାଏଁ ପ୍ରସ୍ତାବ ଆଗତ ପୂର୍ବକ ସମସ୍ତ ପ୍ରସ୍ତାବଗୁଡିକ କ୍ୟାବିନେଟ ବୈଠକରେ ଅନୁମୋଦନ କରାଯାଇଛି l

Related posts

ପୁଲୱାମା ସହୀଦଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ସରକାରୀ ସ୍ୱୟଂଶାସିତ ମହାବିଦ୍ୟାଳୟର ଛାତ୍ର

masiha

ଓଇଏସ ପରୀକ୍ଷାରେ ରାଜସ୍ବ ନିରୀକ୍ଷକ ବିଜୟ ଲକ୍ଷ୍ମୀ ନାଗଙ୍କ ସଫଳତା 

ରୋଟାରୀ କ୍ଲବ୍ ପକ୍ଷରୁ ଦନ୍ତ ଲିଲି ଇଣ୍ଟରନ୍ୟାସନାଲ ସ୍କୁଲରେ ଦନ୍ତ ପରୀକ୍ଷା ଶିବିର

masiha

Leave a Comment

error: Content is protected !!