ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ରାଜନୀତି

ନାରୀ ଶକ୍ତି ବନ୍ଦନ ଆଇନ କୁ ବିରୋଧ କରିଥିବା ଇଣ୍ଡି ମେଣ୍ଟ ବିରୋଧ ରେ ଜନ ଆକ୍ରୋଶ ମହିଳା ସମାବେଶ

ନାରୀ ଶକ୍ତି ବନ୍ଦନ ଆଇନ କୁ ବିରୋଧ କରିଥିବା ଇଣ୍ଡି ମେଣ୍ଟ ବିରୋଧ ରେ ଜନ ଆକ୍ରୋଶ ମହିଳା ସମାବେଶ

ଧର୍ମଗଡ:ନାରୀ ଶକ୍ତି ବନ୍ଦନ ଆଇନ କୁ ବିରୋଧ କରିଥିବା ଇଣ୍ଡି ମେଣ୍ଟ କୁ ବିରୋଧ କରି ଆଜି ଧର୍ମଗଡ ଠାରେ ଭାଜପା ପକ୍ଷ ରୁ ଶତାଧିକ ମହିଳା ଜନ ଆକ୍ରୋଶ ମହିଳା ସମାବେଶ ରେ ସାମିଲ ହୋଇ ବିରୋଧ ପ୍ରଦର୍ଶନୀ କରିଥିଲେ । ନଗର ମଣ୍ଡଳ ସଭାପତି ସୌରଭ ମିତ୍ତଲ ଙ୍କ ଅଧ୍ୟକ୍ଷତାରେ ରେ ହୋଇଥିବା ଏହି ବିରୋଧ ପ୍ରଦର୍ଶନୀ ରେ ଧର୍ମଗଡ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀ, ଜିଲ୍ଲା ବିଜେପି ସଭାପତି ଯୁଗଳ କିଶୋର ପୋଡ,ଜିଲ୍ଲା ଉପ ସଭାନେତ୍ରୀ ସୁକାନ୍ତି ସା, ଧର୍ମଗଡ ବ୍ଲକ ଅଧ୍ୟକ୍ଷା ବବିତା ପଟ୍ଟଯୋଶୀ,ଜିଲ୍ଲା ସାଧାରଣ ସମ୍ପାଦକ ହିମାଂଶୁ ପଣ୍ଡା,ଜିଲ୍ଲା ଉପ ସଭାପତି ରୂପେଶ ଜୈନ, ମମତା କାଶ୍ୟପ,ବ୍ଲକ ଉପାଧ୍ୟକ୍ଷା ଜୁଲି ମେହେର, ଏନଏସି ଅଧ୍ୟକ୍ଷ ଅଶୋକ ମହାନ୍ତି ପ୍ରମୁଖ ଯୋଗଦାନ କରି ବିରୋଧି କଂଗ୍ରେସ ସମେତ ଇଣ୍ଡି ମେଣ୍ଟ ବିରୋଧ ରେ ବର୍ଷୀ ଥିଲେ ।

ବିଦ୍ୟାଧର ସାହୁଙ୍କ ରିପୋର୍ଟ…..

Related posts

ନୂଆପଡ଼ା ଜିଲ୍ଲା ହିନ୍ଦୁ ଏକତା ମଞ୍ଚ ପକ୍ଷ ରୁ ବଙ୍ଗଳାଦେଶ ରେ ହିନ୍ଦୁଙ୍କ ପ୍ରତି ଅତ୍ୟାଚାର ଏବଂ ଅନ୍ୟାୟ ବିରୁଦ୍ଧ ରେ ଏକ ବିକ୍ଷୋଭ ସଭା, ଜିଲ୍ଲାପାଳଙ୍କ ଜରିଆରେ ଦାବୀପତ୍ର 

masiha

“ଆଦିବାସୀ ଗୌରବ ପର୍ବ ” ପାଳନ ନିମନ୍ତେ ପ୍ରଦେଶ କଂଗ୍ରେସ ସଭାପତି ଶରତ ପଟ୍ଟନାୟକ ଙ୍କ ଦୁଇଦିନୀୟା ଗସ୍ତ

Sunil Chandra Nayak

କାମାକ୍ଷାନଗର ବିଜେଡି ପକ୍ଷରୁ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଚାଉଳ କାଟ କୁ ନେଇ ପ୍ରତିବାଦ ସଭା

Sunil Chandra Nayak

Leave a Comment

error: Content is protected !!