ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ରାଜନୀତି

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ 

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ 

ବାଲିଗୁଡା, ତା, ୦୪/୦୫:(ମନିସ): ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ରେ ବିଜେପି ର ବିପୁଳ ବିଜୟ ପରେ କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ନଗର ବିଜେପି ପକ୍ଷରୁ ନଗର ମଣ୍ଡଳ ସଭାପତି ମନୋଜ କୁମାର ରଥ ଙ୍କ ନେତୃତ୍ୱରେ ବିଜୟ ଉତ୍ସବ ପାଳନ ଅନୁଷ୍ଠିତ ହୋଇଯାଇଛି l ଏ ନେଇ ସୋମବାର ସନ୍ଧ୍ୟା ରେ ସ୍ଥାନୀୟ ପିଡବ୍ଲୁଡି ଛକ ନିକଟରେ ନଗର ବିଜେପି ପକ୍ଷରୁ ଆତାସବାଜି ଫୁଟାଇ ସ୍ୱାଗତ କରିବା ସହ ଅଞ୍ଚଳ ବାସୀଙ୍କୁ ଝାଲ ମୁଢି ଓ ମିଷ୍ଟାନ ବଣ୍ଟନ କରି ଖୁସି ମନାଇଥିଲେ l ଏହି କାର୍ଯ୍ୟକ୍ରମ ରେ ବିଜେପି ର ରାଜ୍ୟ କାରିଣୀ ସଦସ୍ୟ ଜଗନ୍ନାଥ ସାହୁ, ବରିଷ୍ଠ ସଦସ୍ୟ ପଦ୍ମ ଚରଣ ଦାସ, ବ୍ଲକ ସାଂସଦ ପ୍ରତିନିଧି ରଞ୍ଜିତ କୁମାର ସାହୁ, ଏନ ଏ ସି ସାଂସଦ ପ୍ରତିନିଧି ଆଦିକନ୍ଦ ପଟ୍ଟନାୟକ, ନଗର ସାଧାରଣ ସମ୍ପାଦକ ସଞ୍ଜୟ କୁମାର ଦାସ, ରଞ୍ଜିତ କୁମାର ଚୌଧୁରୀ, ମହିଳା ସଭାନେତ୍ରୀ ସୁଷମା ସାହୁ, ଶୁଭାଶିଷ ମିଶ୍ରପ୍ରମୁଖ ଶତାଧିକ ବିଜେପି କର୍ମୀ ଉପସ୍ଥିତ ଥିଲେ l

ସଂଜୟ କୁମାର ପାଣିଗ୍ରାହୀ ଙ୍କ ରିପୋର୍ଟ୍ 

Related posts

କେନ୍ଦ୍ର ମନ୍ତ୍ରୀ ଅମିତ୍ ଶାହା ଙ୍କୁ ଭେଟିଲେ ସୁନୀତି ମୁଣ୍ଡ

Sunil Chandra Nayak

ପଲାସା ଇଚ୍ଛାପୁରମକୁ ଦକ୍ଷିଣତଟ ରେଳବାଇରେ ସାମିଲ ନେଇ ବିଜ୍ଞପ୍ତି ପ୍ରକାଶ ପ୍ରସଙ୍ଗ ଡବଲ ଇଞ୍ଜିନ ସରକାର ଓଡିଶାବାସୀଙ୍କ ଅକୁଣ୍ଠ ସମର୍ଥନ ବଦଳରେ ଧୋକା ପ୍ରଦାନ କରୁଛି: ବିଜେଡି

ବିଜୁ ଜନତା ଦଳର ପଞ୍ଚାୟତ ସ୍ତରୀୟ କାର୍ଯ୍ୟକର୍ତ୍ତା ସମ୍ମିଳନୀ

Sunil Chandra Nayak

Leave a Comment

error: Content is protected !!