ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ମାନ୍ୟବର ମନ୍ତ୍ରୀଙ୍କର ଜନ୍ମ ଦିନ ଅବସରରେ ଡାବୁଗାଁ ଗୋଷ୍ଟୀ ସ୍ୱାସ୍ଥ୍ୟକେନ୍ଦ୍ରରେ ରୋଗୀମାନଙ୍କୁ ଫଳ ବଣ୍ଟନ ଏବଂ ମାଗଣା ଚା ବଣ୍ଟନ କାର୍ଯ୍ୟକ୍ରମ 

ମାନ୍ୟବର ମନ୍ତ୍ରୀଙ୍କର ଜନ୍ମ ଦିନ ଅବସରରେ ଡାବୁଗାଁ ଗୋଷ୍ଟୀ ସ୍ୱାସ୍ଥ୍ୟକେନ୍ଦ୍ରରେ ରୋଗୀମାନଙ୍କୁ ଫଳ ବଣ୍ଟନ ଏବଂ ମାଗଣା ଚା ବଣ୍ଟନ କାର୍ଯ୍ୟକ୍ରମ 

ନବରଙ୍ଗପୁର:(୧|୬)(ରବି ନାରାୟଣ ମହାନ୍ତି)ନବରଙ୍ଗପୁର ଜିଲ୍ଲା ଡାବୁଗାଁ ଠାରେ ବିଜେପି କର୍ମୀ ମାନଙ୍କ ଦ୍ଵାରା ମାନ୍ୟବର ରାଜ୍ୟ ଗଣ ଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ଜନ୍ମଦିନରେ ଡାବୁଗାଁ ଗୋଷ୍ଟୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଥିବା ରୋଗୀ ମାନଙ୍କୁ ଫଳ ବଣ୍ଟନ ଓ ମାଗଣାରେ ଚା ବଣ୍ଟନ କାର୍ଯ୍ୟକ୍ରମ ବହୁ ଆନନ୍ଦ ଉଲ୍ଲାସରେ ପାଳିତ ହୋଇଯାଇଛି l ଏହି ଅବସରରେ ବରିଷ୍ଠ ବିଜେପି ନେତା ତଥା ବରିଷ୍ଠ ଆଇନଜୀବୀ ଦିବାନ ସିଂ, ଜିଲ୍ଳା ଯୁବ ମୋର୍ଚା ସଭାପତି ଶୁଭଜିତ ପାଣିଗ୍ରାହୀ,ଜିଲ୍ଳା ସମ୍ପାଦକ ଜେ ରାଜ ଶେଖର ରାଓ, ଡାବୁଗାଁ ମଣ୍ଡଳ ସଭାପତି ମନୋଜ କୁମାର ପାତ୍ର, ଦିବ୍ୟ ରଞ୍ଜନ ପାତ୍ର, ରାଜ ଶେଖର ଦୋରା, ଆର୍ ଶଙ୍କର ରାଓ, ନରୁ ସିଂ,ବିଟୁ ସିଂ ପ୍ରମୁଖ ଉପସ୍ଥିତ ରହି ଶାନ୍ତି ଶୃଙ୍ଖଳାରେ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ l

ନବରଙ୍ଗପୁର ଜିଲ୍ଲାରୁ ରବି ନାରାୟଣ ମହାନ୍ତିଙ୍କ ରିପୋର୍ଟ ମସିହା ନିଉଜ୍ 

Related posts

ଲୋକକଳା ଆମ ଜନଜୀବନର ଏକ ଅବିଛେଦ୍ୟ ବିଭବ

masiha

  ମା ମାଣିକେଶ୍ଵରୀ ବିଶ୍ୱବିଦ୍ୟାଳୟ (କଳାହାଣ୍ଡି ବିଶ୍ୱବିଦ୍ୟାଳୟ) ସ୍ନାତକୋତ୍ତର ଛାତ୍ରଛାତ୍ରୀଙ୍କ ପରୀକ୍ଷା ଫଳ ପ୍ରକାଶିତ

masiha

ସମାଜ ସେବୀ ଲଳିତ ଯୋଶୀ ଙ୍କ ପରଲୋକ 

Sunil Chandra Nayak

Leave a Comment

error: Content is protected !!