ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ସହିଦ ବିର୍ସା ମୁଣ୍ଡାଙ୍କ ଜନ୍ମ ଜୟନ୍ତୀ ପାଳିତ 

ସହିଦ ବିର୍ସା ମୁଣ୍ଡାଙ୍କ ଜନ୍ମ ଜୟନ୍ତୀ ପାଳିତ 

କଟକ : କଟକ ସଦର ୪୨ ମୌଜା ପଟଣା ଗ୍ରାମର ଅଗ୍ରଣୀ ସାମାଜିକ ସଂଗଠନ ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନରେ ସ୍ୱାଧୀନତା ସଂଗ୍ରାମୀ ସହିଦ ବୀର ବିର୍ସା ମୁଣ୍ଡାଙ୍କ ଜନ୍ମ ଜୟନ୍ତୀ ପାଳନ କରାଯାଇଛି । ଏହି ଅବସରରେ ଶିକ୍ଷକ ମିହିର କୁମାର ନାୟକ ସହିଦଙ୍କ ଜୀବନୀ ଆଲୋଚନା କରିଥିଲେ । ପ୍ରତିଷ୍ଠାନର ସମ୍ପାଦକ ସଂଗ୍ରାହକ ନାରାୟଣ ଚନ୍ଦ୍ର ମହାନ୍ତି ଧନ୍ୟବାଦ ଦେଇଥିଲେ ।

ଶ୍ରୀକାନ୍ତ ବେଉରା ଙ୍କ ରିପୋର୍ଟ୍ 

Related posts

ଦୂର୍ନିତୀର ଗନ୍ତାଘର ପାଲଟିଛି ବହଳଦା ବ୍ଲକ

Sunil Chandra Nayak

ଆଦିବାସୀ ମହାବିଦ୍ୟାଳୟରେ ଏବିଭିପି ପ୍ରାର୍ଥୀଙ୍କ ବାଜିମାତ : ସଭାପତି ଭାବେ ଶ୍ରୀଧର ସିଅ, ସମ୍ପାଦକ ଭାବେ ଅଭୟ ପାଟମାଝି ବିଜୟୀ 

Sunil Chandra Nayak

୬୦ ନମ୍ବର ଜାତୀୟ ରାଜପଥର ପୁନସୀତା ନିକଟରେ ସଡ଼କ ଦୁର୍ଘଟଣା ୨ ଗୁରୁତର

masiha

Leave a Comment

error: Content is protected !!