ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଡାବୁଗାଁ ରେ ରଥଯାତ୍ରା ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ 

ଡାବୁଗାଁ ରେ ରଥଯାତ୍ରା ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ 

ଡାବୁଗାଁ, ୧୨/୬ (ମ.ନି.ସ.) :- ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ସଦରମହକୁମାସ୍ଥିତ ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ରଥଯାତ୍ରା ପାଳନନିମନ୍ତେ ପ୍ରସ୍ତୁତି ବୈଠକ ମନ୍ଦିର ପରିଚାଳନା କମିଟି ସଭାପତି ତଥା ଡାବୁଗାଁ ତହସିଲଦାର ଗୀତା ମୂର୍ମୁ ଙ୍କ ଅଧକ୍ଷତାରେ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ୩ ଠାକୁର ଙ୍କୁ ପୂଜାର୍ଚ୍ଚନା କରାଯାଇଥିଲ। ଏଥିରେ ଚଳିତ ବର୍ଷ ରଥଯାତ୍ରା କିପରି ସୁରୁଖୁରୁରେ ଓ ଶାନ୍ତିଶୃଙ୍ଖଳା ସହ ପାଳନ କରାଯିବ ସେ ନେଇ ଆଲୋଚନା ହୋଇଥିଲା | ଏଥିରେ ମନ୍ଦିର କମିଟିର ସଦସ୍ୟମାନେ ଜି. ଭେଙ୍କେଟେଶ୍ଵର ରାଓ, ଜି. ସାଇ ରାଜୁ, ଏମ୍. ଆପ୍ପା ରାଓ, ଦେବରାଜ ପାତ୍ର, ଭଗବାନ ମହାନ୍ତି, ସୁରେନ୍ଦ୍ର କୁମାର ମିଶ୍ର, ବାବି ଜେନା, ପ୍ରକାଶ ଚନ୍ଦ୍ର ପଣ୍ଡା, ଲକ୍ଷ୍ମୀକାନ୍ତ ରଥ, ରାମାରାଓ ଚୌଧୁରୀ, ଭଗବାନ ଖୁଣ୍ଟିଆ, କୁନୁ ପାତ୍ର, ପୂଜକ ନବୀନ ପାଢି, ଲକ୍ଷ୍ମୀକାନ୍ତ ରଥ ପ୍ରମ୍ମୁଖ ଙ୍କ ଉପସ୍ଥିତି ରେ ଆଲୋଚନା ହୋଇଥିଲା ।

ଡାବୁଗାଁରୁ ପ୍ରଜ୍ଞାରଞ୍ଜନ ପରିଡାଙ୍କ ରିପୋର୍ଟ

Related posts

ଉପଖଣ୍ଡ ଯୁବ ପ୍ରତ୍ରକାର ସଂଘ ପକ୍ଷରୁ ୭୮ତମ ସ୍ୱାଧୀନତା ଦିବସ ପାଳିତ

masiha

ନର୍ଲାବ୍ଲକ୍ ରେ ଫାଇଲେରିଆ ନିରାକରଣ ନିମନ୍ତେ ସାମୁହିକ ଔଷଧ ସେବନ କାର୍ଯ୍ୟକ୍ରମର ଶୁଭାରମ୍ଭ

masiha

ବଲାଙ୍ଗିରରେ ସମ୍ପୂର୍ଣ୍ଣ ଏକୀକୃତ ବସ୍ତ୍ର କାରଖାନା ପ୍ରତିଷ୍ଠା ପାଇଁ କେନ୍ଦ୍ର ମନ୍ତ୍ରୀ ଙ୍କୁ ସାଂସଦଙ୍କ ଅନୁରୋଧ

Sunil Chandra Nayak

Leave a Comment

error: Content is protected !!