ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଆଦିବାସୀ ମହାବିଦ୍ଯାଳୟରେ +୩ ପ୍ରଥମ ପର୍ଯ୍ଯାୟ ନାମଲେଖା ଆରମ୍ଭ

ଆଦିବାସୀ ମହାବିଦ୍ଯାଳୟରେ +୩ ପ୍ରଥମ ପର୍ଯ୍ଯାୟ ନାମଲେଖା ଆରମ୍ଭ

ବାଲିଗୁଡା,ତା ୨୩/୦୬: କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଆଦିବାସୀ ମହାବିଦ୍ଯାଳୟ ରେ +୩ କଳା, ବିଜ୍ଞାନ ଓ ବାଣିଜ୍ଯ ସମ୍ମାନ ଶ୍ରଣୀରେ ପ୍ରଥମ ପର୍ଯ୍ଯାୟ ନାମଲେଖା ମଙ୍ଗଳବାର ଠାରୁ ଆରମ୍ଭ ହୋଇଛି l ଅଧ୍ଯକ୍ଷ ଡ.ବିଭୂତି ଭୂଷଣ ଆଚାର୍ଯ୍ୟ ଙ୍କ ପ୍ରତ୍ଯକ୍ଷ ତତ୍ତ୍ୱାବଧାନ ଓ ମାର୍ଗ ଦର୍ଶନରେ ସମ୍ପୂର୍ଣ୍ଣ ଆଡ଼ମିସନ ଟିମ୍ ଏହି କାର୍ଯ୍ଯ ସୁଚାରୁ ରୂପେ ପରିଚାଳନା କରୁଛନ୍ତି l ସୂଚନା ଯୋଗ୍ୟ ଯେ, ଏହି ପୁରାତନ ମହାବିଦ୍ୟାଳୟ ଟି ୧୯୭୯ ମସିହା ଅଗଷ୍ଟ ୩୦ ତାରିଖ ରେ ପ୍ରତିଷ୍ଠିତ ହୋଇଥିବା ଆଦିବାସୀ ଅଧ୍ଯୁଷିତ କନ୍ଧମାଳ ଜିଲ୍ଲାର ଅନ୍ଯତମ ଅଗ୍ରଣୀ ଘରୋଇ ସରକାରୀ ଅନୁଦାନପ୍ରାପ୍ତ ଉଚ୍ଚ ଶିକ୍ଷାନୁଷ୍ଠାନ ଭାବେ ବେଶ ପରିଚିତ ହୋଇ ପାରିଛି l

Related posts

ଗୋଚର ଜମି ଜବରଦଖଲ ଉଚ୍ଛେଦ ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ଚୋରନିଦୁଆର ଗ୍ରାମବାସୀ

Sunil Chandra Nayak

ଆଞ୍ଚଳିକସ୍ତରୀୟ ଭାରତ କୋ ଜାନୋ କୁଇଜ ପ୍ରତିଯୋଗିତା ଆୟୋଜିତ 

masiha

ରାଇଘରଠାରେ ଅତିରିକ୍ତ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

Sunil Chandra Nayak

Leave a Comment

error: Content is protected !!