ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଯୁବକଙ୍କ ଆତ୍ମହତ୍ୟା 

ଯୁବକଙ୍କ ଆତ୍ମହତ୍ୟା 

ନବରଙ୍ଗପୁର:(୧୪|୭)(ରବି ନାରାୟଣ ମହାନ୍ତି) ନବରଙ୍ଗପୁର ଜିଲ୍ଲା ଡ଼ାବୁଗାଁ ସଦର ମହକୂମା ସ୍ଥିତ ବସଷ୍ଟାଣ୍ଡରେ ଘର କରି ରହୁଥିବା ଜଣେ ଯୁବକ ଆତ୍ମହତ୍ୟା କରିଥିବା ମଙ୍ଗଳବାର ଦେଖିବାକୁ ମିଳିଛି । ସୂଚନା ଯୋଗ୍ୟ : ଡାବୁଗାଁ ସଦର ସ୍ଥିତ ମାନସ ନାୟକ କୌଣସି କାରଣରୁ ନିଜ ଘରେ ଆତ୍ମହତ୍ୟା କରିଥିବା ଦେଖିବାକୁ ମିଳିଛି । ଏନେଇ ମୃତକର ଭାଇ ଲିଙ୍ଗରାଜ ନାୟକ ଡାବୁଗାଁ ଥାନାରେ ଏତଲା ଦେଇଛନ୍ତି । ଉକ୍ତ ଏତଲାକୁ ଭିତ୍ତି କରି ଡାବୁଗାଁ ଥାନା ଅଧିକାରୀ ଲଚମି ପରଜା ଡାବୁଗାଁ ଥାନା କେସ ନଂ ୨୨/୧୬ ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଜାରିରଖିଛନ୍ତି । ଶବ ଜବତ କରି ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି ।

ନବରଙ୍ଗପୁର ଜିଲ୍ଲାରୁ ରବି ନାରାୟଣ ମହାନ୍ତିଙ୍କ ରିପୋର୍ଟ ମସିହା ନିଉଜ୍ 

Related posts

ଆଞ୍ଚଳିକ ଓଡିଶା ଇତିହାସ କଂଗ୍ରେସ ଅଧିବେଶନ:୨୦୨୩ ଅନୁଷ୍ଠିତ

Sunil Chandra Nayak

କ୍ଲିନ୍ ଆଣ୍ଡ ଗ୍ରୀନ୍ ର ସ୍ବଚ୍ଛତା କାର୍ଯ୍ୟକ୍ରମ 

Sunil Chandra Nayak

ଗଛରେ ପିଟି ହେଲା କାର,୧ମୃତ,୫ ଆହତ

Sunil Chandra Nayak

Leave a Comment

error: Content is protected !!