ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଧର୍ମୀୟ ସଂସ୍କୃତି

ମହାପ୍ରଭୁ ବରାହ ଅବତାରରେ ଦର୍ଶନ ଦେଲେ

ମହାପ୍ରଭୁ ବରାହ ଅବତାରରେ ଦର୍ଶନ ଦେଲେ

ବାଲିଗୁଡା, ତା, ୧୯/୦୭:(ମନିସ): କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଗୁଣ୍ଡିଚା ମନ୍ଦିର ର ଆଡପ ମଣ୍ଡପରେ ଚତୁର୍ଥ ଦିନ ସନ୍ଧ୍ୟାରେ ଶ୍ରଦ୍ଧାଳୁ ଠାକୁର ବରାହ ଅବତାରରେ ଦର୍ଶନ ଦେଇଛନ୍ତି l ବଡ ସନ୍ଧ୍ୟା ଦର୍ଶନ ପାଇଁ ମନ୍ଦିର ଟ୍ରଷ୍ଟ ତରଫରୁ ବ୍ୟାପକ ବ୍ୟବସ୍ଥା କରାଯାଇଥିବା ବେଳେ ବହୁ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିଲା। ମନ୍ଦିର ତରଫରୁ ଟ୍ରଷ୍ଟ ର ସମସ୍ତ ସଦସ୍ୟ ପ୍ରମୁଖ ଉପସ୍ଥିତ ରହି ପରିଚାଳନା ରେ ସହଯୋଗ କରିଥିଲେ। ମାଉସୀ ମା’ ମନ୍ଦିର ନିକଟରେ ନବଦିନ ବ୍ୟାପି ପ୍ରସାଦ ବଣ୍ଟନ କରାଯିବା ସହ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଜାରି ରହିଥ‌ିବା ବେଳେ ଶ୍ରୋତାମାନଙ୍କ ଗହଳି ହେଉଥିବା ଦେଖିବାକୁ ମିଳିଛି।

ରିପୋର୍ଟ:-ସଞ୍ଜୟ କୁମାର ପାଣିଗ୍ରାହୀ

Related posts

ସଂପୂର୍ଣ୍ଣ ହେଲା ମାଁ ତାରିଣୀ ଶୈବ ଶକ୍ତି ମନ୍ଦିର ପ୍ରସିଦ୍ଧ ଝାମୁଯାତ୍ରା 

Sunil Chandra Nayak

ବିଶ୍ୱ ଶାନ୍ତି ଅଲେଖ ମହିମା ଯଜ୍ଞ ଅନୁଷ୍ଠିତ 

Sunil Chandra Nayak

ବାଲିଗୁଡାରେ ମା’ ପାଟଖଣ୍ଡାଙ୍କ ଠାକୁରାଣୀ ଯାତ୍ରା ନିମନ୍ତେ ଶୁଭଖୁଣ୍ଟି ସ୍ଥାପନ :ଏପ୍ରିଲ ୨୩ ରୁ ଯାତ୍ରା ଆରମ୍ଭ 

Sunil Chandra Nayak

Leave a Comment

error: Content is protected !!