ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ଆଇନ ମହାବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ପ୍ରାଥମିକ ପ୍ରସ୍ତୁତି ବୈଠକ ଆସନ୍ତା ୨ ରେ……

ଆଇନ ମହାବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ପ୍ରାଥମିକ ପ୍ରସ୍ତୁତି ବୈଠକ ଆସନ୍ତା ୨ ରେ……

ରାଉରକେଲା: ରାଉରକେଲା ଆଇନ ମହାବିଦ୍ୟାଳୟ ଏହାର ସୁବର୍ଣ୍ଣ ଜୟନ୍ତୀ ଚଳିତ ବର୍ଷ ନଭେମ୍ବର ମାସ ୨୧ ଓ ୨୨ ତାରିଖରେ ପାଳନ କରିବାକୁ ଯାଉଛି। ଏଥିପାଇଁ ଏକ ପ୍ରାଥମିକ ପ୍ରସ୍ତୁତି ବୈଠକ ଆସନ୍ତା ଅଗଷ୍ଟ ୨ ତାରିଖ ରବିବାର ଦିନ ପୂର୍ବାହ୍ନ ସାଢେ଼ ୯ ଟାରେ ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହେବ ସୂଚନା ଦିଆଯାଇଛି। ଏହି ବୈଠକରେ ମହାବିଦ୍ୟାଳୟ ପରିଚାଳନା ସମିତି, ପ୍ରାକ୍ତନ ପରିଚାଳନା କମିଟି,ଆଲୁମନି ଆସୋସିଏସନ ଓ ପ୍ରାକ୍ତନ ଛାତ୍ର ଛାତ୍ରୀ ଯୋଗଦେଇ କାର୍ଯ୍ୟକ୍ରମକୁ ସଫଳ କରିବା ନିମିତ୍ତ ସୁଚିନ୍ତିତ ମତାମତ ରଖିବା ପାଇଁ ମହାବିଦ୍ୟାଳୟ ପରିଚାଳନା ସମିତି ପକ୍ଷରୁ ଆବାହକ ଆଇନଜୀବୀ ଗିରିଶ ଚନ୍ଦ୍ର ମହାପାତ୍ର ଓ ଆୟୋଜକ ସମ୍ପାଦକ ଲାୟନ ଇଂ ହରଦୀପ ସିଂହ ତରଫରୁ ନିବେଦନ କରାଯାଇଛି ।

କୁଞ୍ଜ ବିହାରି ରାଉତ ଙ୍କ ରିପୋର୍ଟ୍ 

Related posts

ବାଳସୁଧାର ଗୃହରେ ସାଂସ୍କୃତିକ କାର୍ଯ୍ୟକ୍ରମ

Sunil Chandra Nayak

ଏକାଧିକ ଔଷଧ ଖାଇ ନବମ ଶ୍ରେଣୀ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ

Sunil Chandra Nayak

ଟ୍ରକର ପଛକୁ ଧକ୍କା ଦେଲା ହାଇୱା :ଅଳ୍ପକେ ବର୍ତ୍ତିଲେ ଚାଳକ

masiha

Leave a Comment

error: Content is protected !!