ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ନିଃଶୁଳ୍କ ସ୍ବାସ୍ଥ୍ୟ ସେବା ଶିବିର 

ନିଃଶୁଳ୍କ ସ୍ବାସ୍ଥ୍ୟ ସେବା ଶିବିର 

ରାଉରକେଲା: ସେକ୍ଟର ୨୦ ସ୍ଥିତ ଗାନ୍ଧୀ ଶାନ୍ତି ପ୍ରତିଷ୍ଠାନ ତରଫରୁ ଏକ ନିଃଶୁଳ୍କ ସ୍ବାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ ହୋଇଯାଇଛି। ପ୍ରତିଷ୍ଠାନ ର ମୁଖ୍ୟ ପରିଚାଳିକା ଭଗବତୀ ଜେନା ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଆୟୋଜିତ ଏହି ଶିବିରରେ ସତ୍ୟବନ୍ତ ସାଲମା ପ୍ରାୟ ୫୦ ଜଣ ବ୍ୟକ୍ତିଙ୍କ ବ୍ଲଡ଼ ପ୍ରେସର, ମଧୁମେହ,ବିଏମଆଇ,ବଡିଫ୍ୟାଟ୍, ୱଟର ଲେବୁଲ,ମସଲ ମାସ, ବୋନମାସ ଆଦି ପରୀକ୍ଷା କରିଥିବା ବେଳେ ଚର୍ବି ଓ ଖାଦ୍ୟ ନିୟନ୍ତ୍ରଣ ସମ୍ପର୍କରେ ସଚେତନତା କରିଥିଲେ। ଏହି କାର୍ଯ୍ୟକ୍ରମରେ ଡ଼ଃ ସୁମନ ଦତ୍ତ, ସସ୍ମିତା ପ୍ରଧାନ, ପ୍ରକାଶ ମହାପାତ୍ର, ମଳୟ କୁମାର ନାଗ ପ୍ରମୁଖ ଉପସ୍ଥିତ ରହି ପରିଚାଳନା ରେ ସହଯୋଗ କରିଥିଲେ। ଶେଷରେ କାର୍ଯ୍ୟକ୍ରମ ର ସଫଳତା ପାଇଁ ଭଗବତୀ ଜେନା ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।

କୁଞ୍ଜ ବିହାରି ରାଉତ ଙ୍କ ରିପୋର୍ଟ୍ 

Related posts

ସରଗଡା ଠାରେ ଗ୍ରାମ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଜନ ଶୁଣାଣି. ଗ୍ରାମ ଅଭିମୁଖେ ପ୍ରଶାସନ. ମୋଟ ୧୧୩ଟି ଅଭିଯୋଗର ଶୁଣାଣି 

Sunil Chandra Nayak

କୈବର୍ତ୍ତ ମହାସଭା ଯୋବ୍ରା, କଟକର ଜରୁରୀ ସାଧାରଣ ସଭା

Sunil Chandra Nayak

୩୨ତମ ଜାତୀୟ ଶିଶୁ ବିଜ୍ଞାନ କଂଗ୍ରେସର ଢେଙ୍କାନାଳରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ମାର୍ଗଦର୍ଶକ ଶିକ୍ଷୟିତ୍ରୀ,ଶିକ୍ଷକ ପ୍ରକଳ୍ପ ପ୍ରସ୍ତୁତି ପ୍ରଶିକ୍ଷଣ କର୍ମଶାଳା -୨୦୨୬ ଅନୁଷ୍ଠିତ

Sunil Chandra Nayak

Leave a Comment

error: Content is protected !!