ପ୍ରଗତିଶୀଳ ମସିହା, ନିର୍ଭୀକ I ନିର୍ଭୟ I ନିରପେକ୍ଷ
ଆଞ୍ଚଳିକ

ନିଶାମୁକ୍ତି ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ

ନିଶାମୁକ୍ତି ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ

କର୍ଲାମୁଣ୍ଡା, (ସୁଶାନ୍ତ ରଣା): ତେରେସିଂହା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଜାତୀୟ ସେବା ଯୋଜନା ତରଫରୁ ନିଶାମୁକ୍ତି ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଅଧ୍ଯକ୍ଷ ଆଭାସ ଚନ୍ଦ୍ର ଆଚାର୍ଯ୍ୟ ନିଶାମୁକ୍ତି ବିଷୟରେ ଛାତ୍ରଛାତ୍ରୀମାନଙ୍କୁ ଉଦବୋଧନ ଦେଇଥିଲେ । ସମ୍ମାନିତ ଅତିଥି ଭାବରେ ଅଧ୍ୟାପିକା ଶୁଭସ୍ମିତା ବେହେରା, ଅଧ୍ୟାପକ ବାବୁଲାଲ ଗହୀର ମଂଚାସୀନ ଥିବାବେଳେ କାର୍ଯ୍ୟକ୍ରମ ଅଧିକାରୀ ମୁକେଶ ବହିଦାର ସଭା କାର୍ଯ୍ୟ ପରିଚାଳନା କରିଥିଲେ । କାର୍ଯ୍ୟକ୍ରମରେ କନିଷ୍ଠ କିରାଣୀ ଦେବେନ୍ଦ୍ର ରଣା, ଡୋଳାମଣି ଗହୀର, ରାଧାମୋହନ ଗହୀର ପ୍ରମୁଖ ସହଯୋଗ କରିଥିଲେ ।

Related posts

ଶିମିଳିପାଳ ନର୍ସିଂ କଲେଜରେ ରକ୍ତଦାନ ଶିବିରରେ ୟୁନିଟ ରକ୍ତ ସଂଗ୍ରହ

masiha

ଖାତିଗୁଡାରେ ସାଇବର ସୁରକ୍ଷା ସଚେତନତା ରଥକୁ ସମ୍ବର୍ଦ୍ଧନା

masiha

ବମକ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ରୁ ଚାଉଳ ଚୋରି ଘଟଣା: ସ୍କୁଲ ସମ୍ମୁଖରେ ଗ୍ରାମବାସୀଙ୍କ ଧାରଣା 

Sunil Chandra Nayak

Leave a Comment

error: Content is protected !!